Jeremiah 52:31 — Compare Translations
5 translations compared side by side
Odia - 1840
"ଯିହୁଦାର ରାଜା ୟିହୋଯାଖୀନ୍ ବାବିଲର କାରାଗାର ରେ ସଇଁତିରିଶ ବର୍ଷ ବନ୍ଦୀ ହାଇେ ରହିଲେ। ତାଙ୍କ ବନ୍ଦୀତ୍ବର ସପ୍ତତ୍ରିଂଶ ବର୍ଷ ରେ ବାବିଲର ରାଜା ଇବିଲ୍-ମରୋଦକ୍ ୟିହୋଯାଖୀନ୍ଙ୍କ ପ୍ରତି ଦୟାପରବଶ ହେଲେ। ସେ ରାଜତ୍ବର ପ୍ରଥମ ବର୍ଷର ଦ୍ବାଦଶ ମାସର ପଞ୍ଚବିଂଶ ଦିନ ରେ ୟିହୋଯାଖୀନ୍ଙ୍କୁ କାରାଗାରରୁ ମୁକ୍ତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯିହୁଦାର ରାଜା ଯିହୋୟାଖୀନ୍ର ବନ୍ଦୀତ୍ଵର ସଇଁତିରିଶ ବର୍ଷର ଦ୍ଵାଦଶ ମାସରେ ଓ ସେହି ମାସର ପଚିଶ ଦିନରେ ବାବିଲର ରାଜା ଇବିଲ୍-ମରୋ-ଦକ୍ ଆପଣା ଅଧିକାରର ପ୍ରଥମ ବର୍ଷରେ, ଯିହୁଦାର ରାଜା ଯିହୋୟାଖୀନ୍କୁ କାରାଗାରରୁ ବାହାର କରି ତାହାର ମସ୍ତକ ଉନ୍ନତ କଲା;
Odia Bible ERV 2004 (ପବିତ୍ର ବାଇବଲ)
ଯିହୋୟାଖୀନ୍ଙ୍କ ମୁକ୍ତି ଯିହୁଦାର ରାଜା ଯିହୋୟାଖୀନ୍ ବାବିଲର କାରାଗାରରେ ସଇଁତିରିଶ୍ ବର୍ଷ ବନ୍ଦୀ ହୋଇ ରହିଲେ। ତାଙ୍କ ବନ୍ଦୀତ୍ୱର ସଇଁତିରିଶ୍ ବର୍ଷରେ ବାବିଲର ରାଜା ଇବିଲ୍-ମରୋଦକ୍ ଯିହୋୟାଖୀନ୍ଙ୍କ ପ୍ରତି ଦୟାପରବଶ ହେଲେ। ସେ ରାଜତ୍ୱର ପ୍ରଥମ ବର୍ଷର ଦ୍ୱାଦଶ ମାସର ପଞ୍ଚବିଂଶ ଦିନରେ ଯିହୋୟାଖୀନ୍ଙ୍କୁ କାରାଗାରରୁ ମୁକ୍ତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯିହୁଦାର ରାଜା ଯିହୋୟାଖୀନ୍ର ବନ୍ଦୀତ୍ୱର ସଇଁତିରିଶ ବର୍ଷର ଦ୍ୱାଦଶ ମାସରେ ଓ ସେହି ମାସର ପଚିଶ ଦିନରେ ବାବିଲର ରାଜା ଇବିଲ୍-ମରୋଦକ୍ ଆପଣା ରାଜତ୍ଵର ପ୍ରଥମ ବର୍ଷରେ, ଯିହୁଦାର ରାଜା ଯିହୋୟାଖୀନ୍କୁ କାରାଗାରରୁ ବାହାର କରି ତାହାର ମସ୍ତକ ଉନ୍ନତ କଲା;
Odia IRV 2017 (ଓଡିଆ ବାଇବେଲ)