Jeremiah 52:33 — Compare Translations
5 translations compared side by side
Odia - 1840
"ଆଉ ଯିହାୟୋଦାରଖୀନ୍ ଆପଣା କାରାଗାର ପୋଷାକ ବଦଳାଇ ଅବଶିଷ୍ଟ ଜୀବନ ରାଜାଙ୍କ ସମ୍ମୁଖ ରେ ଭୋଜନ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ଆପଣା କାରାଗାରର ବସ୍ତ୍ର ପରିବର୍ତ୍ତନ କରି ଆପଣାର ଯାବଜ୍ଜୀବନ ନିତ୍ୟ ନିତ୍ୟ ତାହା ସମ୍ମୁଖରେ ଭୋଜନ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଯିହୋୟାଖୀନ୍ ଆପଣା କାରାଗାର ପୋଷାକ ବଦଳାଇ ଅବଶିଷ୍ଟ ଜୀବନ ରାଜାଙ୍କ ସମ୍ମୁଖରେ ଭୋଜନ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ଆପଣା କାରାଗାରର ବସ୍ତ୍ର ପରିବର୍ତ୍ତନ କରି ଆପଣାର ଯାବଜ୍ଜୀବନ ନିତ୍ୟ ନିତ୍ୟ ତାହା ସମ୍ମୁଖରେ ଭୋଜନ କଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ଆପଣା କାରାଗାରର ବସ୍ତ୍ର ପରିବର୍ତ୍ତନ କରି ଆପଣାର ଯାବଜ୍ଜୀବନ ନିତ୍ୟ ନିତ୍ୟ ତାହା ସମ୍ମୁଖରେ ଭୋଜନ କଲା।