Jeremiah 52:34 — Compare Translations

5 translations compared side by side

Odia - 1840
"ଏହାପ ରେ ଯିହାୟୋଦାରଖୀନ୍ ବାବିଲର ରାଜାମାନଙ୍କଠାରୁ ପ୍ରତିଦିନ ସୁବିଧା ପାଇଲେ। ଏହା ତାଙ୍କର ମୃତ୍ଯୁ ପର୍ୟ୍ଯନ୍ତ ଦିଆଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତାହାର ଦିନପାତ ନିମନ୍ତେ ବାବିଲର ରାଜାଠାରୁ ନିତ୍ୟ ବୃତ୍ତି ଦିଆଗଲା, ସେ ଆପଣା ମରଣଦିନ ପର୍ଯ୍ୟନ୍ତ, ଆପଣା ଜୀବନର ସମସ୍ତକାଳ ପ୍ରତିଦିନ ଏକ ନିରୂପିତ ଅଂଶ ପାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯିହୋୟାଖୀନ୍ ବାବିଲର ରାଜାମାନଙ୍କଠାରୁ ପ୍ରତିଦିନ ସୁବିଧା ପାଇଲେ। ଏହା ତାଙ୍କର ମୃତ୍ୟୁ ପର୍ଯ୍ୟନ୍ତ ଦିଆଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତାହାର ଦିନାତିପାତ ନିମନ୍ତେ ବାବିଲର ରାଜାଠାରୁ ନିତ୍ୟ ବୃତ୍ତି ଦିଆଗଲା, ସେ ଆପଣା ମରଣ ଦିନ ପର୍ଯ୍ୟନ୍ତ, ଆପଣା ଜୀବନର ସମସ୍ତ କାଳ ପ୍ରତିଦିନ ଏକ ନିରୂପିତ ଅଂଶ ପାଇଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତାହାର ଦିନାତିପାତ ନିମନ୍ତେ ବାବିଲର ରାଜାଠାରୁ ନିତ୍ୟ ବୃତ୍ତି ଦିଆଗଲା, ସେ ଆପଣା ମରଣଦିନ ପର୍ଯ୍ୟନ୍ତ, ଆପଣା ଜୀବନର ସମସ୍ତକାଳ ପ୍ରତିଦିନ ଏକ ନିରୂପିତ ଅଂଶ ପାଇଲା।