Jeremiah 52:4 — Compare Translations
5 translations compared side by side
Odia - 1840
"ତା'ପ ରେ ରାଜତ୍ବର ନବମ ବର୍ଷର, ଦଶମ ମାସର ଦଶମ ଦିନ ରେ, ବାବିଲର ରାଜା ନବୂଖଦନିତ୍ସର ଓ ତାହାର ସମସ୍ତ ସୈନ୍ଯ ୟିରୁଶାଲମକୁ ଆସିଲେ ଓ ତାହା ବିରୁଦ୍ଧ ରେ ୟୁଦ୍ଧ କରିବାକୁ ପାଇଁ ସମାନଙ୍କେର ଛାଉଣୀ ସ୍ଥାପନ କଲେ। ସମାନେେ ଏହାର ଚତୁର୍ଦ୍ଦିଗ ରେ ପ୍ରବେଶ କରି ଅବରୋଧର କାର୍ୟ୍ଯ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ତାହାର ଅଧିକାରର ନବମ ବର୍ଷରେ, ଦଶମ ମାସର ଦଶମ ଦିନରେ, ବାବିଲର ରାଜା ନବୂଖଦ୍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମକୁ ଆସି ତହିଁ ବିରୁଦ୍ଧରେ ଛାଉଣି କଲେ; ଆଉ, ସେମାନେ ତହିଁର ଚତୁର୍ଦ୍ଦିଗରେ ଗଡ଼ ନିର୍ମାଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ରାଜତ୍ୱର ନବମ ବର୍ଷର, ଦଶମ ମାସର ଦଶମ ଦିନରେ, ବାବିଲର ରାଜା ନବୂଖଦ୍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୁଶାଲମକୁ ଆସିଲେ ଓ ତାହା ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ସେମାନଙ୍କର ଛାଉଣି ସ୍ଥାପନ କଲେ। ସେମାନେ ଏହାର ଚତୁର୍ଦ୍ଦିଗରେ ପ୍ରବେଶ କରି ଅବରୋଧର କାର୍ଯ୍ୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ତାହାଙ୍କ ରାଜତ୍ଵର ନବମ ବର୍ଷରେ, ଦଶମ ମାସର ଦଶମ ଦିନରେ, ବାବିଲର ରାଜା ନବୂଖଦ୍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମକୁ ଆସି ତହିଁ ବିରୁଦ୍ଧରେ ଛାଉଣି କଲେ; ଆଉ, ସେମାନେ ତହିଁର ଚତୁର୍ଦ୍ଦିଗରେ ଗଡ଼ ନିର୍ମାଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ତାହାଙ୍କ ରାଜତ୍ଵର ନବମ ବର୍ଷରେ, ଦଶମ ମାସର ଦଶମ ଦିନରେ, ବାବିଲର ରାଜା ନବୂଖଦ୍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମକୁ ଆସି ତହିଁ ବିରୁଦ୍ଧରେ ଛାଉଣି କଲେ; ଆଉ, ସେମାନେ ତହିଁର ଚତୁର୍ଦ୍ଦିଗରେ ଗଡ଼ ନିର୍ମାଣ କଲେ।