Jeremiah 52:5 — Compare Translations
5 translations compared side by side
Odia - 1840
"ସିଦିକିଯ ରାଜାର ଏଗାର ବର୍ଷ ପର୍ୟ୍ଯନ୍ତ ବାବିଲ ସୈନ୍ଯଙ୍କ ଦ୍ବାରା ୟିରୁଶାଲମ ନଗର ଅବରୁଦ୍ଧ ହାଇେ ରହିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସିଦିକୀୟ ରାଜାର ଅଧିକାରର ଏଗାର ବର୍ଷ ପର୍ଯ୍ୟନ୍ତ ନଗର ଅବରୁଦ୍ଧ ହୋଇ ରହିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସିଦିକିୟ ରାଜାର ଏଗାର ବର୍ଷ ପର୍ଯ୍ୟନ୍ତ ବାବିଲ ସୈନ୍ୟଙ୍କ ଦ୍ୱାରା ଯିରୁଶାଲମ ନଗର ଅବରୁଦ୍ଧ ହୋଇ ରହିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସିଦିକୀୟ ରାଜାଙ୍କ ରାଜତ୍ଵର ଏଗାର ବର୍ଷ ପର୍ଯ୍ୟନ୍ତ ନଗର ଅବରୁଦ୍ଧ ହୋଇ ରହିଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସିଦିକୀୟ ରାଜାଙ୍କ ରାଜତ୍ଵର ଏଗାର ବର୍ଷ ପର୍ଯ୍ୟନ୍ତ ନଗର ଅବରୁଦ୍ଧ ହୋଇ ରହିଲା।