Jeremiah 52:6 — Compare Translations

5 translations compared side by side

Odia - 1840
"ସହେି ବର୍ଷ ଚତୁର୍ଥ ମାସର ନବମ ଦିନ ରେ ନଗର ରେ ମହା ଦୁର୍ଭିକ୍ଷ ଦଖାେ ଦଲୋ। ତହିଁରେ ଦେଶୀଯ ଲୋକମାନଙ୍କ ପାଇଁ କିଛି ଖାଦ୍ୟ ମିଳିଲା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଚତୁର୍ଥ ମାସରେ, ସେହି ମାସର ନବମ ଦିନରେ ନଗରରେ ମହାଦୁର୍ଭିକ୍ଷ ହେଲା, ତହିଁରେ ଦେଶୀୟ ଲୋକମାନଙ୍କ ନିମନ୍ତେ କିଛି ଖାଦ୍ୟ ମିଳିଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ବର୍ଷ ଚତୁର୍ଥ ମାସର ନବମ ଦିନରେ ନଗରରେ ମହା ଦୁର୍ଭିକ୍ଷ ଦେଖା ଦେଲା। ତହିଁରେ ଦେଶୀୟ ଲୋକମାନଙ୍କ ପାଇଁ କିଛି ଖାଦ୍ୟ ମିଳିଲା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଚତୁର୍ଥ ମାସରେ, ସେହି ମାସର ନବମ ଦିନରେ ନଗରରେ ମହାଦୁର୍ଭିକ୍ଷ ହେଲା, ତହିଁରେ ଦେଶୀୟ ଲୋକମାନଙ୍କ ନିମନ୍ତେ କିଛି ଖାଦ୍ୟ ମିଳିଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଚତୁର୍ଥ ମାସରେ, ସେହି ମାସର ନବମ ଦିନରେ ନଗରରେ ମହାଦୁର୍ଭିକ୍ଷ ହେଲା, ତହିଁରେ ଦେଶୀୟ ଲୋକମାନଙ୍କ ନିମନ୍ତେ କିଛି ଖାଦ୍ୟ ମିଳିଲା ନାହିଁ।