Jeremiah 52:8 — Compare Translations
5 translations compared side by side
Odia - 1840
"ମାତ୍ର କଲଦୀଯମାନେ ରାଜା ସିଦିକିଯଙ୍କ ପେଛ ପେଛ ଗୋଡ଼ାଇ ଯରେିକା ସମତଳ ଭୂମିରେ ତାଙ୍କୁ ଧରିଲେ। ସିଦିକିଯଙ୍କ ସମସ୍ତ ସୈନ୍ଯ ତାଙ୍କୁ ଛାଡ଼ି ପଳାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର କଲ୍ଦୀୟମାନଙ୍କ ସୈନ୍ୟ ରାଜାର ପଛେ ପଛେ ଗୋଡ଼ାଇ ଯିରୀହୋ-ପଦାରେ ସିଦିକୀୟକୁ ଧରିଲେ; ତହିଁରେ ତାହାର ସକଳ ସୈନ୍ୟ ତାହା ନିକଟରୁଛିନ୍ନଭିନ୍ନ ହୋଇଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର କଲ୍ଦୀୟମାନେ ରାଜା ସିଦିକିୟଙ୍କ ପଛେ ପଛେ ଗୋଡ଼ାଇ ଯିରୀହୋ ସମତଳ ଭୂମିରେ ତାଙ୍କୁ ଧରିଲେ। ସିଦିକିୟଙ୍କ ସମସ୍ତ ସୈନ୍ୟ ତାଙ୍କୁ ଛାଡ଼ି ପଳାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର କଲ୍ଦୀୟମାନଙ୍କ ସୈନ୍ୟ ରାଜାର ପଛେ ପଛେ ଗୋଡ଼ାଇ ଯିରୀହୋ ପଦାରେ ସିଦିକୀୟକୁ ଧରିଲେ; ତହିଁରେ ତାହାର ସକଳ ସୈନ୍ୟ ତାହା ନିକଟରୁ ଛିନ୍ନଭିନ୍ନ ହୋଇଗଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର କଲ୍ଦୀୟମାନଙ୍କ ସୈନ୍ୟ ରାଜାର ପଛେ ପଛେ ଗୋଡ଼ାଇ ଯିରୀହୋ ପଦାରେ ସିଦିକୀୟକୁ ଧରିଲେ; ତହିଁରେ ତାହାର ସକଳ ସୈନ୍ୟ ତାହା ନିକଟରୁ ଛିନ୍ନଭିନ୍ନ ହୋଇଗଲେ।