Jeremiah 52:9 — Compare Translations
5 translations compared side by side
Odia - 1840
"ତା'ପ ରେ ସମାନେେ ଧରିଥିବା ରାଜାଙ୍କୁ ହମାତ୍ ଦେଶସ୍ଥ ରିବ୍ଲାକୁ ନଇଗେଲେ। ତା'ପ ରେ ସଠାେ ରେ ରାଜା ତା' ଉପ ରେ ଦଣ୍ଡ ବିଧାନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେମାନେ ରାଜାକୁ ଧରି ହମାତ୍ ଦେଶସ୍ଥ ରିବ୍ଲାକୁ ବାବିଲ ରାଜା କତିକି ନେଇଗଲେ; ତହିଁରେ ସେ ତାହା ପ୍ରତି ଦଣ୍ତାଜ୍ଞା କଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେମାନେ ଧରିଥିବା ରାଜାଙ୍କୁ ହମାତ୍ ଦେଶସ୍ଥ ରିବ୍ଲାକୁ ନେଇଗଲେ। ତା’ପରେ ସେଠାରେ ରାଜା ତା’ ଉପରେ ଦଣ୍ଡ ବିଧାନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେମାନେ ରାଜାକୁ ଧରି ହମାତ୍ ଦେଶସ୍ଥ ରିବ୍ଲାକୁ ବାବିଲ ରାଜା ନିକଟକୁ ନେଇଗଲେ; ତହିଁରେ ସେ ତାହା ପ୍ରତି ଦଣ୍ଡାଜ୍ଞା କଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେମାନେ ରାଜାକୁ ଧରି ହମାତ୍ ଦେଶସ୍ଥ ରିବ୍ଲାକୁ ବାବିଲ ରାଜା ନିକଟକୁ ନେଇଗଲେ; ତହିଁରେ ସେ ତାହା ପ୍ରତି ଦଣ୍ଡାଜ୍ଞା କଲା।