Jeremiah 6:1 — Compare Translations
5 translations compared side by side
Odia - 1840
"ହେ ବିନ୍ଯାମୀନ ସନ୍ତାନଗଣ, ତୁମ୍ଭମାନେେ ରକ୍ଷା ପାଇବା ପାଇଁ ୟିରୁଶାଲମରୁ ପଳାଯନ କର। ତିକୋଯ ନଗର ରେ ତୂରୀ ବଜାଅ ଓ ବୈଥହକରମେ ରେ ଧ୍ବଜା ଟକେ। କାରଣ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ଆସୁଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ବିନ୍ୟାମୀନ-ସନ୍ତାନଗଣ, ତୁମ୍ଭେମାନେ ରକ୍ଷା ପାଇବା ପାଇଁ ଯିରୂଶାଲମ ମଧ୍ୟରୁ ପଳାୟନ କର, ତକୋୟ (ନଗର)ରେ ତୂରୀ ବଜାଅ ଓ ବୈଥ୍ହ-କେରମରେ ଧ୍ଵଜା ଟେକ; କାରଣ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ନିରୀକ୍ଷଣ କରୁଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଶତ୍ରୁଗଣ ଯିରୁଶାଲମକୁ ଅବରୋଧ କରନ୍ତି ହେ ବିନ୍ୟାମୀନ ସନ୍ତାନଗଣ, ତୁମ୍ଭେମାନେ ରକ୍ଷା ପାଇବା ପାଇଁ ଯିରୁଶାଲମରୁ ପଳାୟନ କର। ତିକୋୟ ନଗରରେ ତୂରୀ ବଜାଅ ଓ ବୈଥ୍ହକେରମରେ ଧ୍ୱଜା ଟେକ। କାରଣ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ଆସୁଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ବିନ୍ୟାମୀନ୍ ଲୋକମାନେ, ତୁମ୍ଭେମାନେ ରକ୍ଷା ପାଇବା ପାଇଁ ଯିରୂଶାଲମ ମଧ୍ୟରୁ ପଳାୟନ କର, ତକୋୟ ସହରରେ ତୂରୀ ବଜାଅ ଓ ବେଥ୍-ହକ୍କେରମ୍ ନଗରରେ ଧ୍ୱଜା ଟେକ; କାରଣ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ନିରୀକ୍ଷଣ କରୁଅଛି।
Odia IRV 2017 (ଓଡିଆ ବାଇବେଲ)
ହେ ବିନ୍ୟାମୀନ୍ ଲୋକମାନେ, ତୁମ୍ଭେମାନେ ରକ୍ଷା ପାଇବା ପାଇଁ ଯିରୂଶାଲମ ମଧ୍ୟରୁ ପଳାୟନ କର, ତକୋୟ ସହରରେ ତୂରୀ ବଜାଅ ଓ ବେଥ୍-ହକ୍କେରମ୍ ନଗରରେ ଧ୍ୱଜା ଟେକ; କାରଣ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ନିରୀକ୍ଷଣ କରୁଅଛି।