Jeremiah 6:11 — Compare Translations

5 translations compared side by side

Odia - 1840
"ଏଣୁ ମୁଁ ସଦାପ୍ରଭୁଙ୍କ କୋରଧ ରେ ପରିପୂର୍ଣ୍ଣ ହାଇେଅଛି ଓ ମୁଁ ତାହା ଧରି ରଖିବା ରେ କ୍ଲାନ୍ତ ହାଇେଅଛି। ସଦାପ୍ରଭୁଙ୍କ କୋର୍ଧକୁ ରାସ୍ତା ରେ କ୍ରୀଡ଼ାରତ ପିଲାମାନଙ୍କ ଉପ ରେ ଢ଼ାଳି ପକାଅ ଓ ସଭା ରେ ଏକତ୍ରୀତ ହାଇେଥିବା ୟୁବକମାନଙ୍କ ଉପ ରେ ଢ଼ାଳିଦିଅ, କାରଣ ସ୍ବାମୀ, ସ୍ତ୍ରୀ, ବୃଦ୍ଧ ଓ ବଯସ୍କ ସମସ୍ତେ ଧରାଯିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ମୁଁ ସଦାପ୍ରଭୁଙ୍କ କ୍ରୋଧରେ ପରିପୂର୍ଣ୍ଣ ହୋଇଅଛି; ମୁଁ ତାହା ସମ୍ଭାଳି ରଖିବାରେ କ୍ଳା; ହୋଇଅଛି; ସଡ଼କରେ ବାଳକମାନଙ୍କ ଉପରେ ଓ ଯୁବାମାନଙ୍କ ସଭାରେ ତାହା ଏକାବେଳେ ଢାଳି ପକାଅ; କାରଣ ସ୍ଵାମୀ ଓ ଭାର୍ଯ୍ୟା ବୃଦ୍ଧ ଜରାଗ୍ରସ୍ତ ସମସ୍ତେ ଧରାଯିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ମୁଁ ସଦାପ୍ରଭୁଙ୍କ କ୍ରୋଧରେ ପରିପୂର୍ଣ୍ଣ ହୋଇଅଛି ଓ ମୁଁ ତାହା ଧରି ରଖିବାରେ କ୍ଳାନ୍ତ ହୋଇଅଛି! “ସଦାପ୍ରଭୁଙ୍କ କ୍ରୋଧକୁ ରାସ୍ତାରେ କ୍ରୀଡ଼ାରତ ପିଲାମାନଙ୍କ ଉପରେ ଢାଳି ପକାଅ ଓ ସଭାରେ ଏକତ୍ରିତ ହୋଇଥିବା ଯୁବକମାନଙ୍କ ଉପରେ ଢାଳିଦିଅ, କାରଣ ସ୍ୱାମୀ, ସ୍ତ୍ରୀ, ବୃଦ୍ଧ ଓ ବୟସ୍କ ସମସ୍ତେ ଧରାଯିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ମୁଁ ସଦାପ୍ରଭୁଙ୍କ କ୍ରୋଧରେ ପରିପୂର୍ଣ୍ଣ ହୋଇଅଛି; ମୁଁ ତାହା ସମ୍ଭାଳି ରଖିବାରେ କ୍ଳାନ୍ତ ହୋଇଅଛି; “ସଡ଼କରେ ବାଳକମାନଙ୍କ ଉପରେ ଓ ଯୁବାମାନଙ୍କ ସଭାରେ ତାହା ଏକାବେଳେ ଢାଳି ପକାଅ; କାରଣ ସ୍ୱାମୀ ଓ ଭାର୍ଯ୍ୟା ବୃଦ୍ଧ ଜରାଗ୍ରସ୍ତ ସମସ୍ତେ ଧରାଯିବେ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ମୁଁ ସଦାପ୍ରଭୁଙ୍କ କ୍ରୋଧରେ ପରିପୂର୍ଣ୍ଣ ହୋଇଅଛି; ମୁଁ ତାହା ସମ୍ଭାଳି ରଖିବାରେ କ୍ଳାନ୍ତ ହୋଇଅଛି; ସଡ଼କରେ ବାଳକମାନଙ୍କ ଉପରେ ଓ ଯୁବାମାନଙ୍କ ସଭାରେ ତାହା ଏକାବେଳେ ଢାଳି ପକାଅ; କାରଣ ସ୍ୱାମୀ ଓ ଭାର୍ଯ୍ୟା ବୃଦ୍ଧ ଜରାଗ୍ରସ୍ତ ସମସ୍ତେ ଧରାଯିବେ।