Jeremiah 6:12 — Compare Translations

5 translations compared side by side

Odia - 1840
"ଆଉ ସମାନଙ୍କେ ଗୃହ, ସମାନଙ୍କେର କ୍ଷେତ୍ର ଓ ସମାନଙ୍କେର ସ୍ତ୍ରୀ ଅନ୍ୟମାନଙ୍କୁ ଦିଆୟିବ। କାରଣ ସଦାପ୍ରଭୁ କହନ୍ତି ଆମ୍ଭେ ଯିହୁଦାର ଲୋକମାନଙ୍କୁ ଶାସ୍ତି ଦବୋ ପାଇଁ ଆମ୍ଭର ହସ୍ତ ସମାନଙ୍କେ ଉପ ରେ ବିସ୍ତାର କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନଙ୍କର ଗୃହ ଓ ସେମାନଙ୍କର କ୍ଷେତ୍ର ଓ ସେମାନଙ୍କର ଭାର୍ଯ୍ୟା ଏକାବେଳେ ଅନ୍ୟମାନଙ୍କର ହେବ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ଦେଶନିବାସୀମାନଙ୍କ ଉପରେ ଆପଣା ହସ୍ତ ବିସ୍ତାର କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସେମାନଙ୍କ ଗୃହ, ସେମାନଙ୍କର କ୍ଷେତ୍ର ଓ ସେମାନଙ୍କର ସ୍ତ୍ରୀ ଅନ୍ୟମାନଙ୍କୁ ଦିଆଯିବ।” କାରଣ ସଦାପ୍ରଭୁ କହନ୍ତି “ଆମ୍ଭେ ଯିହୁଦାର ଲୋକମାନଙ୍କୁ ଶାସ୍ତି ଦେବା ପାଇଁ ଆମ୍ଭର ହସ୍ତ ସେମାନଙ୍କ ଉପରେ ବିସ୍ତାର କରିବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନଙ୍କର ଗୃହ ଓ ସେମାନଙ୍କର କ୍ଷେତ୍ର ଓ ସେମାନଙ୍କର ଭାର୍ଯ୍ୟା ଏକାବେଳେ ଅନ୍ୟମାନଙ୍କର ହେବ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ଦେଶନିବାସୀମାନଙ୍କ ଉପରେ ଆପଣା ହସ୍ତ ବିସ୍ତାର କରିବା।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନଙ୍କର ଗୃହ ଓ ସେମାନଙ୍କର କ୍ଷେତ୍ର ଓ ସେମାନଙ୍କର ଭାର୍ଯ୍ୟା ଏକାବେଳେ ଅନ୍ୟମାନଙ୍କର ହେବ; କାରଣ ସଦାପ୍ରଭୁ କହନ୍ତି, “ଆମ୍ଭେ ଦେଶନିବାସୀମାନଙ୍କ ଉପରେ ଆପଣା ହସ୍ତ ବିସ୍ତାର କରିବା।