Jeremiah 6:13 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲର େଛାଟରୁ ବଡ଼ ପର୍ୟ୍ଯନ୍ତ ସମସ୍ତ ଲୋକ ଲୋଭାସକ୍ତ। ଆଉ ଭବିଷ୍ଯଦବକ୍ତାଠାରୁ ଯାଜକ ପର୍ୟ୍ଯନ୍ତ ପ୍ରେତ୍ୟକକ ମିଥ୍ଯାଚାରୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ସେମାନଙ୍କର କ୍ଷୁଦ୍ରଠାରୁ ଅତ୍ୟ; ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ଲୋଭାସକ୍ତ; ପୁଣି ଭବିଷ୍ୟଦ୍-ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ମିଥ୍ୟାଚରଣ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“ଇସ୍ରାଏଲର ଛୋଟରୁ ବଡ଼ ପର୍ଯ୍ୟନ୍ତ ସମସ୍ତ ଲୋକ ଲୋଭାସକ୍ତ। ଆଉ ଭବିଷ୍ୟଦ୍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକ ମିଥ୍ୟାଗ୍ଭରୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଯେହେତୁ ସେମାନଙ୍କର କ୍ଷୁଦ୍ରଠାରୁ ଅତ୍ୟନ୍ତ ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ଲୋଭାସକ୍ତ; ପୁଣି ଭବିଷ୍ୟଦ୍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ମିଥ୍ୟାଚରଣ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ସେମାନଙ୍କର କ୍ଷୁଦ୍ର ଠାରୁ ଅତ୍ୟନ୍ତ ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ଲୋଭାସକ୍ତ; ପୁଣି ଭବିଷ୍ୟଦ୍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ମିଥ୍ୟାଚରଣ କରନ୍ତି।