Jeremiah 6:14 — Compare Translations
5 translations compared side by side
Odia - 1840
"ଯଦିଓ ଆମ୍ଭର ଲୋକମାନେ ଗମ୍ଭୀର ଭାବରେ ଆଘାତପ୍ରାପ୍ତ ହାଇେ ଅଛନ୍ତି, ସମାନେେ ଏହା କହି ସମାନଙ୍କେୁ ଆରୋଗ୍ୟ କରିବା ପାଇଁ ଚେଷ୍ଟା କରନ୍ତି। ଏଠା ରେ 'ଶାନ୍ତି' ଅଛି, ଯେତବେେଳେ ସଠାେ ରେ ଆଦୌ ଶାନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ଶାନ୍ତି ନ ଥିଲେ ହେଁ ସେମାନେ ଶାନ୍ତି ଶାନ୍ତି ବୋଲି କହି ଆମ୍ଭ ଲୋକମାନଙ୍କ କ୍ଷତ ହାଲୁକା ଭାବରେ ସୁସ୍ଥ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯଦିଓ ଆମ୍ଭର ଲୋକମାନେ ଗମ୍ଭୀର ଭାବରେ ଆଘାତପ୍ରାପ୍ତ ହୋଇ ଅଛନ୍ତି, ସେମାନେ ଏହା କହି ସେମାନଙ୍କୁ ଆରୋଗ୍ୟ କରିବା ପାଇଁ ଚେଷ୍ଟା କରନ୍ତି। ଏଠାରେ ‘ଶାନ୍ତି’ ଅଛି, ଯେତେବେଳେ ସେଠାରେ ଆଦୌ ଶାନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ଶାନ୍ତି ନ ଥିଲେ ହେଁ ସେମାନେ ‘ଶାନ୍ତି ଶାନ୍ତି’ ବୋଲି କହି ଆମ୍ଭ ଲୋକମାନଙ୍କ କ୍ଷତ ହାଲୁକା ଭାବରେ ସୁସ୍ଥ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ଶାନ୍ତି ନ ଥିଲେ ହେଁ ସେମାନେ ‘ଶାନ୍ତି ଶାନ୍ତି’ ବୋଲି କହି ଆମ୍ଭ ଲୋକମାନଙ୍କ କ୍ଷତ ହାଲୁକା ଭାବରେ ସୁସ୍ଥ କରିଅଛନ୍ତି।