Jeremiah 6:15 — Compare Translations
5 translations compared side by side
Odia - 1840
"ଯାଜକ ଓ ଭବିଷ୍ଯଦବକ୍ତାମାନେ ଘୃଣ୍ଯକର୍ମ କଲେ ମଧ୍ଯ ଲଜ୍ଜିତ ନୁହଁନ୍ତି। ସମାନେେ ସମାନଙ୍କେର ଦୁଷ୍କର୍ମ ପାଇଁ ମୁଖ ବିବର୍ଣ୍ଣ କଲେ ନାହିଁ। ତେଣୁ ସଦାପ୍ରଭୁ କହନ୍ତି, ସମାନେେ ପତିତମାନଙ୍କ ମଧିଅରେ ପତିତ ହବେେ ଓ ଆମ୍ଭେ ସେସାନଙ୍କୁ ପ୍ରତିଫଳ ଦବୋ ବେଳେ ସମାନେେ ନିପାତିତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଘୃଣାଯୋଗ୍ୟ କାର୍ଯ୍ୟ କରିଅଛନ୍ତି ବୋଲି କି ଲଜ୍ଜିତ ହେଲେ? ନା, ସେମାନେ କିଛି ହିଁ ଲଜ୍ଜିତ ହେଲେ ନାହିଁ, କିଅବା ମୁଖ ବିବର୍ଣ୍ଣ କଲେ ନାହିଁ; ଏହେତୁ ସେମାନେ ପତିତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପ୍ରତିଫଳ ଦେବା ବେଳେ ସେମାନେ ନିପାତିତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଯାଜକ ଓ ଭବିଷ୍ୟଦ୍ବକ୍ତାମାନେ ଘୃଣ୍ୟକର୍ମ କଲେ ମଧ୍ୟ ଲଜ୍ଜିତ ନୁହନ୍ତି। ସେମାନେ ସେମାନଙ୍କର ଦୁଷ୍କର୍ମ ପାଇଁ ମୁଖ ବିବର୍ଣ୍ଣ କଲେ ନାହିଁ।” ତେଣୁ ସଦାପ୍ରଭୁ କହନ୍ତି, “ସେମାନେ ପତିତମାନଙ୍କ ମଧ୍ୟରେ ପତିତ ହେବେ ଓ ଆମ୍ଭେ ସେମାନଙ୍କୁ ପ୍ରତିଫଳ ଦେବା ବେଳେ ସେମାନେ ନିପାତିତ ହେବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଘୃଣାଯୋଗ୍ୟ କାର୍ଯ୍ୟ କରିଅଛନ୍ତି ବୋଲି କି ଲଜ୍ଜିତ ହେଲେ? ନା, ସେମାନେ କିଛି ହିଁ ଲଜ୍ଜିତ ହେଲେ ନାହିଁ, କିଅବା ମୁଖ ବିବର୍ଣ୍ଣ କଲେ ନାହିଁ; ଏହେତୁ ସେମାନେ ପତିତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପ୍ରତିଫଳ ଦେବା ବେଳେ ସେମାନେ ନିପାତିତ ହେବେ।”
Odia IRV 2017 (ଓଡିଆ ବାଇବେଲ)
ସେମାନେ ଘୃଣାଯୋଗ୍ୟ କାର୍ଯ୍ୟ କରିଅଛନ୍ତି ବୋଲି କି ଲଜ୍ଜିତ ହେଲେ? ନା, ସେମାନେ କିଛି ହିଁ ଲଜ୍ଜିତ ହେଲେ ନାହିଁ, କିଅବା ମୁଖ ବିବର୍ଣ୍ଣ କଲେ ନାହିଁ; ଏହେତୁ ସେମାନେ ପତିତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କୁ ପ୍ରତିଫଳ ଦେବା ବେଳେ ସେମାନେ ନିପାତିତ ହେବେ।”