Jeremiah 6:16 — Compare Translations

5 translations compared side by side

Odia - 1840
"ପୁଣି ସଦାପ୍ରଭୁ କହନ୍ତି, ତୁମ୍ଭମାନେେ ଛକସ୍ଥାନ ରେ ଛିଡ଼ା ହାଇେ ଦେଖ, ଆଉ ପୁରାତନ ପଥ ବିଷଯ ରେ ପ୍ରଚାର କରି କୁହ, ଉତ୍ତମ ପଥ କାହିଁ? ଆଉ ସହେି ପଥରେ ଗମନ କର, ତାହା ହେଲେ ତୁମ୍ଭମାନେେ ନିଜ ନିଜ ପ୍ରାଣ ରେ ବିଶ୍ରାମ ପାଇବ। ମାତ୍ର ସମାନେେ କହିଲେ, 'ଆମ୍ଭମାନେେ ସେ ପଥରେ ଗମନ କରିବୁ ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ପଥମାନର ମଧ୍ୟରେ ଠିଆହୋଇ ଦେଖ, ଆଉ ପୁରାତନ ପଥମାନର ବିଷୟ ପଚାରି କୁହ, ଉତ୍ତମ ପଥ କାହିଁ? ଓ ତହିଁରେ ଗମନ କର; ତେବେ ତୁମ୍ଭେମାନେ ଆପଣା ଆପଣା ପ୍ରାଣରେ ବିଶ୍ରାମ ପାଇବ; ମାତ୍ର ସେମାନେ କହିଲେ, ଆମ୍ଭେମାନେ ତହିଁରେ ଗମନ କରିବା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ଛକସ୍ଥାନରେ ଛିଡ଼ା ହୋଇ ଦେଖ, ଆଉ ପୁରାତନ ପଥ ବିଷୟରେ ପ୍ରଗ୍ଭର କରି କୁହ, ଉତ୍ତମ ପଥ କାହିଁ? ଆଉ ସେହି ପଥରେ ଗମନ କର, ତାହାହେଲେ ତୁମ୍ଭେମାନେ ନିଜ ନିଜ ପ୍ରାଣରେ ବିଶ୍ରାମ ପାଇବ। ମାତ୍ର ସେମାନେ କହିଲେ, ‘ଆମ୍ଭେମାନେ ସେ ପଥରେ ଗମନ କରିବୁ ନାହିଁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ପଥମାନର ମଧ୍ୟରେ ଠିଆ ହୋଇ ଦେଖ, ଆଉ ପୁରାତନ ପଥମାନର ବିଷୟ ପଚାରି କୁହ, ଉତ୍ତମ ପଥ କାହିଁ? ଓ ତହିଁରେ ଗମନ କର; ତେବେ ତୁମ୍ଭେମାନେ ଆପଣା ଆପଣା ପ୍ରାଣରେ ବିଶ୍ରାମ ପାଇବ; ମାତ୍ର ସେମାନେ କହିଲେ, ‘ଆମ୍ଭେମାନେ ତହିଁରେ ଗମନ କରିବା ନାହିଁ।’
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ପଥମାନର ମଧ୍ୟରେ ଠିଆ ହୋଇ ଦେଖ, ଆଉ ପୁରାତନ ପଥମାନର ବିଷୟ ପଚାରି କୁହ, ଉତ୍ତମ ପଥ କାହିଁ? ଓ ତହିଁରେ ଗମନ କର; ତେବେ ତୁମ୍ଭେମାନେ ଆପଣା ଆପଣା ପ୍ରାଣରେ ବିଶ୍ରାମ ପାଇବ;” ମାତ୍ର ସେମାନେ କହିଲେ, “ଆମ୍ଭେମାନେ ତହିଁରେ ଗମନ କରିବା ନାହିଁ।”