Jeremiah 6:17 — Compare Translations

5 translations compared side by side

Odia - 1840
"ଆମ୍ଭେ ତୁମ୍ଭମାନଙ୍କ ଉଦ୍ଦେଶ୍ଯ ରେ ପ୍ରହରୀ ନିରୁକ୍ତ କରି କହିଲୁ, 'ତୁରୀର ଶବ୍ଦ ଶୁଣ।' ମାତ୍ର ସମାନେେ କହିଲେ, 'ଆମ୍ଭମାନେେ ଶୁଣିବୁ ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ପ୍ରହରୀଗଣ ନିଯୁକ୍ତ କରି କହିଲୁ, ତୂରୀର ଶଦ୍ଦ ଶୁଣ; ମାତ୍ର ସେମାନେ କହିଲେ, ଆମ୍ଭେମାନେ ଶୁଣିବା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ତୁମ୍ଭମାନଙ୍କ ଉଦ୍ଦେଶ୍ୟରେ ପ୍ରହରୀ ନିଯୁକ୍ତ କରି କହିଲୁ, ‘ତୂରୀର ଶବ୍ଦ ଶୁଣ।’ ମାତ୍ର ସେମାନେ କହିଲେ, ‘ଆମ୍ଭେମାନେ ଶୁଣିବୁ ନାହିଁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ପ୍ରହରୀଗଣ ନିଯୁକ୍ତ କରି କହିଲୁ, ‘ତୂରୀର ଶବ୍ଦ ଶୁଣ;’ ମାତ୍ର ସେମାନେ କହିଲେ, ‘ଆମ୍ଭେମାନେ ଶୁଣିବା ନାହିଁ।’
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ପ୍ରହରୀଗଣ ନିଯୁକ୍ତ କରି କହିଲୁ, ‘ତୂରୀର ଶବ୍ଦ ଶୁଣ;’ ମାତ୍ର ସେମାନେ କହିଲେ, ‘ଆମ୍ଭେମାନେ ଶୁଣିବା ନାହିଁ।’