Jeremiah 6:18 — Compare Translations

5 translations compared side by side

Odia - 1840
"ତେଣୁ ହେ ନାନାଦେଶୀଯମାନେ, ତୁମ୍ଭମାନେେ ଶୁଣ, ଆଉ ହେ ମଣ୍ଡଳୀ, ସମାନଙ୍କେର କ'ଣ ହବୋକୁ ଯାଉଛି, ହୃଦଯଙ୍ଗମ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ହେ ନାନା ଦେଶୀୟମାନେ, ତୁମ୍ଭେମାନେ ଶୁଣ, ଆଉ ହେ ମଣ୍ତଳୀ, ସେମାନଙ୍କ ମଧ୍ୟରେ କଅଣ ଅଛି, ତାହା ଜ୍ଞାତ ହୁଅ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ହେ ନାନାଦେଶୀୟମାନେ, ତୁମ୍ଭେମାନେ ଶୁଣ, ଆଉ ହେ ମଣ୍ଡଳୀ, ସେମାନଙ୍କର କ’ଣ ହେବାକୁ ଯାଉଛି, ହୃଦୟଙ୍ଗମ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ହେ ନାନା ଦେଶୀୟମାନେ, ତୁମ୍ଭେମାନେ ଶୁଣ, ଆଉ ହେ ମଣ୍ଡଳୀ, ସେମାନଙ୍କ ମଧ୍ୟରେ କଅଣ ଅଛି, ତାହା ଜ୍ଞାତ ହୁଅ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ହେ ନାନା ଦେଶୀୟମାନେ, ତୁମ୍ଭେମାନେ ଶୁଣ, ଆଉ ହେ ମଣ୍ଡଳୀ, ସେମାନଙ୍କ ମଧ୍ୟରେ କଅଣ ଅଛି, ତାହା ଜ୍ଞାତ ହୁଅ।