Jeremiah 6:19 — Compare Translations

5 translations compared side by side

Odia - 1840
"ହେ ପୃଥିବୀବାସୀ ଶୁଣ, ଆଉ ଦେଖ, ଆମ୍ଭେ ଏହି ଲୋକମାନଙ୍କ ଉପ ରେ ଅମଙ୍ଗଳ ଆଣିବା। କାରଣ ସମାନେେ ଆମ୍ଭ ବାକ୍ଯ ରେ ଅବଧାନ କରିନାହାନ୍ତି ଓ ଆମ୍ଭର ବ୍ଯବସ୍ଥାକୁ ଅମାନ୍ଯ କରିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପୃଥିବୀ, ଶୁଣନ୍ତ ଦେଖ, ଆମ୍ଭେ ଏହି ଲୋକମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍, ସେମାନଙ୍କ କଳ୍ପନାସମୂହର ଫଳ⇧ ବର୍ତ୍ତାଇବା, କାରଣ ସେମାନେ ଆମ୍ଭ ବାକ୍ୟରେ ମନୋଯୋଗ କରିନାହାନ୍ତି ଓ ଆମ୍ଭର ବ୍ୟବସ୍ଥା ସେମାନେ ଅଗ୍ରାହ୍ୟ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପୃଥିବୀବାସୀ ଶୁଣ, ଆଉ ଦେଖ, ଆମ୍ଭେ ଏହି ଲୋକମାନଙ୍କ ଉପରେ ଅମଙ୍ଗଳ ଆଣିବା। କାରଣ ସେମାନେ ଆମ୍ଭ ବାକ୍ୟରେ ଅବଧାନ କରି ନାହାନ୍ତି ଓ ଆମ୍ଭର ବ୍ୟବସ୍ଥାକୁ ଅମାନ୍ୟ କରିଅଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପୃଥିବୀ, ଶୁଣ; ଦେଖ, ଆମ୍ଭେ ଏହି ଲୋକମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍‍, ସେମାନଙ୍କ କଳ୍ପନାସମୂହର ଫଳ ବର୍ତ୍ତାଇବା, କାରଣ ସେମାନେ ଆମ୍ଭ ବାକ୍ୟରେ ମନୋଯୋଗ କରି ନାହାନ୍ତି ଓ ଆମ୍ଭର ବ୍ୟବସ୍ଥା ସେମାନେ ଅଗ୍ରାହ୍ୟ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ହେ ପୃଥିବୀ, ଶୁଣ; ଦେଖ, ଆମ୍ଭେ ଏହି ଲୋକମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍‍, ସେମାନଙ୍କ କଳ୍ପନାସମୂହର ଫଳ ବର୍ତ୍ତାଇବା, କାରଣ ସେମାନେ ଆମ୍ଭ ବାକ୍ୟରେ ମନୋଯୋଗ କରି ନାହାନ୍ତି ଓ ଆମ୍ଭର ବ୍ୟବସ୍ଥା ସେମାନେ ଅଗ୍ରାହ୍ୟ କରିଅଛନ୍ତି।