Jeremiah 6:2 — Compare Translations
5 translations compared side by side
Odia - 1840
"ହେ ସୁନ୍ଦରୀ ଓ ସୁକୁମାରୀ ସିୟୋନ କନ୍ଯା, ଆମ୍ଭେ ତୁମ୍ଭକୁ ଧ୍ବଂସ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୁନ୍ଦରୀ ଓ ସୁକୁମାରୀ ସିୟୋନ କନ୍ୟାକୁ ଆମ୍ଭେ ସଂହାର କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସୁନ୍ଦରୀ ଓ ସୁକୁମାରୀ ସିୟୋନ କନ୍ୟା, ଆମ୍ଭେ ତୁମ୍ଭକୁ ଧ୍ୱଂସ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୁନ୍ଦରୀ ଓ ସୁକୁମାରୀ ସିୟୋନ କନ୍ୟାକୁ ଆମ୍ଭେ ସଂହାର କରିବା।
Odia IRV 2017 (ଓଡିଆ ବାଇବେଲ)
ସୁନ୍ଦରୀ ଓ ସୁକୁମାରୀ ସିୟୋନ କନ୍ୟାକୁ ଆମ୍ଭେ ସଂହାର କରିବା।