Jeremiah 6:20 — Compare Translations

5 translations compared side by side

Odia - 1840
"ପୁଣି ସଦାପ୍ରଭୁ କହନ୍ତି, ଶିବା ଦେଶରୁ ଧୂପ ଓ ଦୂର ଦେଶରୁ ସୁଗନ୍ଧି ବତେ ଆଣିବାର ଫଳ କଅଣ? ତୁମ୍ଭମାନଙ୍କର ହାମବେଳି ସବୁ ଗ୍ରହଣୀଯ ନୁହେଁ କିଅବା ତୁମ୍ଭମାନଙ୍କର ବଳିଦାନସବୁ ଆମ୍ଭର ତୁଷ୍ଟିଜନକ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶିବା ଦେଶରୁ କୁନ୍ଦୁରୁ ଓ ଦୂର ଦେଶରୁ ସୁଗନ୍ଧି ବଚ ଆସିବାର ଫଳ କଅଣ? ତୁମ୍ଭମାନଙ୍କର ହୋମବଳିସବୁ ଗ୍ରାହ୍ୟ ନୁହେଁ, କିଅବା ତୁମ୍ଭମାନଙ୍କର ବଳିଦାନସବୁ ଆମ୍ଭର ତୁଷ୍ଟିଜନକ ନୁହେଁ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସଦାପ୍ରଭୁ କହନ୍ତି, “ଶିବା ଦେଶରୁ ଧୂପ ଓ ଦୂର ଦେଶରୁ ସୁଗନ୍ଧି ବେତ ଆଣିବାର ଫଳ କଅଣ? ତୁମ୍ଭମାନଙ୍କର ହୋମବଳି ସବୁ ଗ୍ରହଣୀୟ ନୁହେଁ କିଅବା ତୁମ୍ଭମାନଙ୍କର ବଳିଦାନସବୁ ଆମ୍ଭର ତୁଷ୍ଟିଜନକ ନୁହେଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶିବା ଦେଶରୁ କୁନ୍ଦୁରୁ ଓ ଦୂର ଦେଶରୁ ସୁଗନ୍ଧି ବଚ ଆସିବାର ଫଳ କଅଣ? ତୁମ୍ଭମାନଙ୍କର ହୋମବଳିସବୁ ଗ୍ରାହ୍ୟ ନୁହେଁ, କିଅବା ତୁମ୍ଭମାନଙ୍କର ବଳିଦାନସବୁ ଆମ୍ଭର ତୁଷ୍ଟିଜନକ ନୁହେଁ।
Odia IRV 2017 (ଓଡିଆ ବାଇବେଲ)
ଶିବା ଦେଶରୁ କୁନ୍ଦୁରୁ ଓ ଦୂର ଦେଶରୁ ସୁଗନ୍ଧି ବଚ ଆସିବାର ଫଳ କଅଣ? ତୁମ୍ଭମାନଙ୍କର ହୋମବଳିସବୁ ଗ୍ରାହ୍ୟ ନୁହେଁ, କିଅବା ତୁମ୍ଭମାନଙ୍କର ବଳିଦାନସବୁ ଆମ୍ଭର ତୁଷ୍ଟିଜନକ ନୁହେଁ।