Jeremiah 6:21 — Compare Translations
5 translations compared side by side
Odia - 1840
"ତେଣୁ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଏହି ଲୋକମାନଙ୍କ ଆଗ ରେ ନାନା ବିଘ୍ନ ରଖିବା। ଯାହା ଫଳ ରେ ପିତୃଗଣ ଓ ପୁତ୍ରଗଣ ଏକ ସଙ୍ଗ ରେ ଝୁଣ୍ଟି ପଡ଼ିବେ ଓ ପ୍ରତିବେଶୀ ଓ ତାଙ୍କର ମିତ୍ର ବିନଷ୍ଟ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ଲୋକମାନଙ୍କ ଆଗରେ ନାନା ବିଘ୍ନ ଥୋଇବା; ତଦ୍ଦ୍ଵାରା ପିତୃଗଣ ଓ ପୁତ୍ରଗଣ ଏକ ସଙ୍ଗେ ଝୁଣ୍ଟି ପଡ଼ିବେ; ପ୍ରତିବାସୀ ଓ ତାହାର ମିତ୍ର ବିନଷ୍ଟ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ଏହି ଲୋକମାନଙ୍କ ଆଗରେ ନାନା ବିଘ୍ନ ରଖିବା। ଯାହା ଫଳରେ ପିତୃଗଣ ଓ ପୁତ୍ରଗଣ ଏକ ସଙ୍ଗରେ ଝୁଣ୍ଟି ପଡ଼ିବେ ଓ ପ୍ରତିବାସୀ ଓ ତାଙ୍କର ମିତ୍ର ବିନଷ୍ଟ ହେବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଏହି ଲୋକମାନଙ୍କ ଆଗରେ ନାନା ବିଘ୍ନ ଥୋଇବା; ତଦ୍ଦ୍ୱାରା ପିତୃଗଣ ଓ ପୁତ୍ରଗଣ ଏକ ସଙ୍ଗେ ଝୁଣ୍ଟି ପଡ଼ିବେ; ପ୍ରତିବାସୀ ଓ ତାହାର ମିତ୍ର ବିନଷ୍ଟ ହେବେ।’”
Odia IRV 2017 (ଓଡିଆ ବାଇବେଲ)
ଏନିମନ୍ତେ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଏହି ଲୋକମାନଙ୍କ ଆଗରେ ନାନା ବିଘ୍ନ ଥୋଇବା; ତଦ୍ଦ୍ୱାରା ପିତୃଗଣ ଓ ପୁତ୍ରଗଣ ଏକ ସଙ୍ଗେ ଝୁଣ୍ଟି ପଡ଼ିବେ; ପ୍ରତିବାସୀ ଓ ତାହାର ମିତ୍ର ବିନଷ୍ଟ ହେବେ।”