Jeremiah 6:22 — Compare Translations
5 translations compared side by side
Odia - 1840
"ଆଉ ମଧ୍ଯ ସଦାପ୍ରଭୁ ଏହିକଥା କହନ୍ତି, ଦେଖ ଉତ୍ତର ଦିଗରୁ ଏକ ସୈନ୍ଯବାହିନୀ ଆସୁଛନ୍ତି ଓ ପୃଥିବୀର ପ୍ରାନ୍ତ ଭାଗରୁ ଏକ ମହା ଗୋଷ୍ଠୀ ଉତ୍ତଜେିତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଉତ୍ତର ଦେଶରୁ ଏକ ଜନବୃନ୍ଦ ଆସୁଅଛନ୍ତି ଓ ପୃଥିବୀର ପ୍ରା; ଭାଗରୁ ଏକ ମହାଗୋଷ୍ଠୀ ଉତ୍ତେଜିତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ମଧ୍ୟ ସଦାପ୍ରଭୁ ଏହିକଥା କହନ୍ତି, “ଦେଖ ଉତ୍ତର ଦିଗରୁ ଏକ ସୈନ୍ୟବାହିନୀ ଆସୁଛନ୍ତି ଓ ପୃଥିବୀର ପ୍ରାନ୍ତ ଭାଗରୁ ଏକ ମହା ଗୋଷ୍ଠୀ ଉତ୍ତେଜିତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଉତ୍ତର ଦେଶରୁ ଏକ ଜନବୃନ୍ଦ ଆସୁଅଛନ୍ତି ଓ ପୃଥିବୀର ପ୍ରାନ୍ତଭାଗରୁ ଏକ ମହାଗୋଷ୍ଠୀ ଉତ୍ତେଜିତ ହେବେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଉତ୍ତର ଦେଶରୁ ଏକ ଜନବୃନ୍ଦ ଆସୁଅଛନ୍ତି ଓ ପୃଥିବୀର ପ୍ରାନ୍ତ ଭାଗରୁ ଏକ ମହାଗୋଷ୍ଠୀ ଉତ୍ତେଜିତ ହେବେ।