Jeremiah 6:23 — Compare Translations

5 translations compared side by side

Odia - 1840
"ସମାନେେ ଧନୁ ଓ ବର୍ଚ୍ଛା ଧରନ୍ତି, ସମାନେେ ନିଷ୍ଠୁର ଓ ନିର୍ଦ୍ଦଯ। ସମାନେେ ସମୁଦ୍ର ପରି ଗର୍ଜନ କରନ୍ତି। ଆଉ ସମାନେେ ଅଶ୍ବାରୋହଣ କରନ୍ତି। ଆଗୋ ସିୟୋନର କନ୍ଯା, ତୁମ୍ଭ ବିରୁଦ୍ଧ ରେ ୟୁଦ୍ଧ କରିବା ପାଇଁ ସମାନଙ୍କେର ପ୍ରେତ୍ୟକକ ଯୋଦ୍ଧା ପ୍ରସ୍ତୁତ ହେଉଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଧନୁ ଓ ବର୍ଚ୍ଛା ଧରନ୍ତି; ସେମାନେ ନିଷ୍ଠୁର ଓ ଦୟାହୀନ; ସେମାନଙ୍କର ରବ ସମୁଦ୍ର ପରି ଗର୍ଜନ କରେ ଓ ସେମାନେ ଅଶ୍ଵାରୋହଣ କରନ୍ତି; ଆଗୋ ସିୟୋନର କନ୍ୟେ, ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ସେମାନଙ୍କର ପ୍ରତ୍ୟେକେ ଯୋଦ୍ଧା ପରି ସସଜ୍ଜ ହେଉଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଧନୁ ଓ ବର୍ଚ୍ଛା ଧରନ୍ତି, ସେମାନେ ନିଷ୍ଠୁର ଓ ନିର୍ଦ୍ଦୟ। ସେମାନେ ସମୁଦ୍ର ପରି ଗର୍ଜନ କରନ୍ତି। ଆଉ ସେମାନେ ଅଶ୍ୱାରୋହଣ କରନ୍ତି। ଆଗୋ ସିୟୋନର କନ୍ୟା, ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ସେମାନଙ୍କର ପ୍ରତ୍ୟେକ ଯୋଦ୍ଧା ପ୍ରସ୍ତୁତ ହେଉଅଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଧନୁ ଓ ବର୍ଚ୍ଛା ଧରନ୍ତି; ସେମାନେ ନିଷ୍ଠୁର ଓ ଦୟାହୀନ; ସେମାନଙ୍କର ରବ ସମୁଦ୍ର ପରି ଗର୍ଜ୍ଜନ କରେ ଓ ସେମାନେ ଅଶ୍ୱାରୋହଣ କରନ୍ତି; ଆଗୋ ସିୟୋନର କନ୍ୟେ, ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ସେମାନଙ୍କର ପ୍ରତ୍ୟେକେ ଯୋଦ୍ଧା ପରି ସସଜ୍ଜ ହେଉଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)