Jeremiah 6:24 — Compare Translations

5 translations compared side by side

Odia - 1840
"ଆମ୍ଭମାନେେ ସହେି ସୈନ୍ଯବାହିନୀ ବିଷଯ ରେ ଏକ ଜନରବ ଶୁଣିଅଛୁ। ଆମ୍ଭମାନଙ୍କର ହସ୍ତ ଦୁର୍ବଳ ହୁଏ, ୟନ୍ତ୍ରଣା ଓ ପ୍ରସବକାରିଣୀ ସ୍ତ୍ରୀର ବଦନୋ ତୁଲ୍ଯ ବଦନୋ ଆମ୍ଭମାନଙ୍କୁ ଆକ୍ରାନ୍ତ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ସେ ବିଷୟର ଜନରବ ଶୁଣିଅଛୁ; ଆମ୍ଭମାନଙ୍କର ହସ୍ତ ଦୁର୍ବଳ ହୁଏ; ଯନ୍ତ୍ରଣା ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନା ଆମ୍ଭମାନଙ୍କୁ ଆକ୍ରା; କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେମାନେ ସେହି ସୈନ୍ୟବାହିନୀ ବିଷୟରେ ଏକ ଜନରବ ଶୁଣିଅଛୁ। ଆମ୍ଭମାନଙ୍କର ହସ୍ତ ଦୁର୍ବଳ ହୁଏ, ଯନ୍ତ୍ରଣା ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନା ଆମ୍ଭମାନଙ୍କୁ ଆକ୍ରାନ୍ତ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ସେ ବିଷୟର ଜନରବ ଶୁଣିଅଛୁ; ଆମ୍ଭମାନଙ୍କର ହସ୍ତ ଦୁର୍ବଳ ହୁଏ; ଯନ୍ତ୍ରଣା ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନା ଆମ୍ଭମାନଙ୍କୁ ଆକ୍ରାନ୍ତ କରିଅଛି।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ସେ ବିଷୟର ଜନରବ ଶୁଣିଅଛୁ; ଆମ୍ଭମାନଙ୍କର ହସ୍ତ ଦୁର୍ବଳ ହୁଏ; ଯନ୍ତ୍ରଣା ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନା ଆମ୍ଭମାନଙ୍କୁ ଆକ୍ରାନ୍ତ କରିଅଛି।