Jeremiah 6:25 — Compare Translations
5 translations compared side by side
Odia - 1840
"ଘରୁ ବାହାରି କ୍ଷେତ୍ରକୁ ୟାଅ ନାହିଁ କିଅବା ରାସ୍ତା ରେ ଗମନ କର ନାହିଁ। କାରଣ ଚାରିଆଡ଼େ ଶତ୍ରୁର ଖଡ୍ଗ ଓ ଆଶଙ୍କା ରହିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବାହାର ହୋଇ କ୍ଷେତ୍ରକୁ ଯାଅ ନାହିଁ, ଅଥବା ପଥରେ ଗମନ କର ନାହିଁ; କାରଣ ଚାରିଆଡ଼େ ଶତ୍ରୁର ଖଡ଼୍ଗ ଓ ଆଶଙ୍କା ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଘରୁ ବାହାରି କ୍ଷେତ୍ରକୁ ଯାଅ ନାହିଁ କିଅବା ରାସ୍ତାରେ ଗମନ କର ନାହିଁ। କାରଣ ଗ୍ଭରିଆଡ଼େ ଶତ୍ରୁର ଖଡ଼୍ଗ ଓ ଆଶଙ୍କା ରହିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବାହାର ହୋଇ କ୍ଷେତ୍ରକୁ ଯାଅ ନାହିଁ, ଅଥବା ପଥରେ ଗମନ କର ନାହିଁ; କାରଣ ଚାରିଆଡ଼େ ଶତ୍ରୁର ଖଡ୍ଗ ଓ ଆଶଙ୍କା ଅଛି।
Odia IRV 2017 (ଓଡିଆ ବାଇବେଲ)
ବାହାର ହୋଇ କ୍ଷେତ୍ରକୁ ଯାଅ ନାହିଁ, ଅଥବା ପଥରେ ଗମନ କର ନାହିଁ; କାରଣ ଚାରିଆଡ଼େ ଶତ୍ରୁର ଖଡ୍ଗ ଓ ଆଶଙ୍କା ଅଛି।