Jeremiah 6:26 — Compare Translations
5 translations compared side by side
Odia - 1840
"ହେ ମାରେ ଲୋକମାନେ, ତୁମ୍ଭମାନେେ ଚଟବସ୍ତ୍ର ପରିଧାନ କର, ଭସ୍ମ ରେ ଗଡ଼, ଏକମାତ୍ର ପୁତ୍ରର ମୃତ୍ଯୁ ରେ ଶୋକ କଲାପରି ଶୋକ କର। ଅତିଶଯ ବିଳାପ କର। କାରଣ ଆମ୍ଭମାନଙ୍କୁ ବିନାଶକାରୀ ଅକସ୍ମାତ ଆକ୍ରମଣ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଗୋ ମୋର ଲୋକମାନଙ୍କର କନ୍ୟେ, ତୁମ୍ଭେ ଚଟ ପିନ୍ଧ, ଭସ୍ମରେ ଗଡ଼; ଅଦ୍ଵିତୀୟ ପୁତ୍ର ଲାଗି ଶୋକ ତୁଲ୍ୟ ତୁମ୍ଭେ ଶୋକ ଓ ଅତିଶୟ ବିଳାପ କର⇧; କାରଣ ବିନାଶକ ଅକସ୍ମାତ୍ ଆମ୍ଭମାନଙ୍କୁ ଆକ୍ରମଣ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ମୋର ଲୋକମାନେ, ତୁମ୍ଭେମାନେ ଚଟବସ୍ତ୍ର ପରିଧାନ କର, ଭସ୍ମରେ ଗଡ଼, ଏକମାତ୍ର ପୁତ୍ରର ମୃତ୍ୟୁରେ ଶୋକ କଲାପରି ଶୋକ କର। ଅତିଶୟ ବିଳାପ କର। କାରଣ ଆମ୍ଭମାନଙ୍କୁ ବିନାଶକାରୀ ଅକସ୍ମାତ୍ ଆକ୍ରମଣ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଗୋ ମୋର ଲୋକମାନଙ୍କର କନ୍ୟେ, ତୁମ୍ଭେ ଚଟ ପିନ୍ଧ, ଭସ୍ମରେ ଗଡ଼; ଅଦ୍ୱିତୀୟ ପୁତ୍ର ଲାଗି ଶୋକ ତୁଲ୍ୟ ତୁମ୍ଭେ ଶୋକ ଓ ଅତିଶୟ ବିଳାପ କର; କାରଣ ବିନାଶକ ଅକସ୍ମାତ୍ ଆମ୍ଭମାନଙ୍କୁ ଆକ୍ରମଣ କରିବ।
Odia IRV 2017 (ଓଡିଆ ବାଇବେଲ)
ଆଗୋ ମୋର ଲୋକମାନଙ୍କର କନ୍ୟେ, ତୁମ୍ଭେ ଚଟ ପିନ୍ଧ, ଭସ୍ମରେ ଗଡ଼; ଅଦ୍ୱିତୀୟ ପୁତ୍ର ଲାଗି ଶୋକ ତୁଲ୍ୟ ତୁମ୍ଭେ ଶୋକ ଓ ଅତିଶୟ ବିଳାପ କର; କାରଣ ବିନାଶକ ଅକସ୍ମାତ୍ ଆମ୍ଭମାନଙ୍କୁ ଆକ୍ରମଣ କରିବ।