Jeremiah 6:27 — Compare Translations

5 translations compared side by side

Odia - 1840
" ହେ ଯିରିମିୟ, ଆମ୍ଭେ ତୁମ୍ଭକୁ ଜଣେ ପରୀକ୍ଷକ ଓ ନିର୍ମଳ ରୂପେ ନିୟୁକ୍ତ କରିଅଛୁ, ତୁମ୍ଭେ ଯେପରି ମାେ ଲୋକମାନଙ୍କୁ ପରୀକ୍ଷା କରି ସମାନଙ୍କେର ପଥ ଜ୍ଞାତ ହାଇପୋରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଯେପରି ଆମ୍ଭ ଲୋକମାନଙ୍କର ପଥ ଜ୍ଞାତ ହୋଇ ପରୀକ୍ଷା କରି ପାରିବ, ଏଥିପାଇଁ ଆମ୍ଭେ ସେମାନଙ୍କ ମଧ୍ୟରେ ତୁମ୍ଭକୁ ଏକ ଉଚ୍ଚ ଗୃହ ଓ ଦୁର୍ଗସ୍ଵରୂପ କରିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ଯିରିମିୟ, ଆମ୍ଭେ ତୁମ୍ଭକୁ ଜଣେ ପରୀକ୍ଷକ ଓ ନିର୍ମଳ ରୂପେ ନିଯୁକ୍ତ କରିଅଛୁ, ତୁମ୍ଭେ ଯେପରି ମୋ’ ଲୋକମାନଙ୍କୁ ପରୀକ୍ଷା କରି ସେମାନଙ୍କର ପଥ ଜ୍ଞାତ ହୋଇ ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେ ଯେପରି ଆମ୍ଭ ଲୋକମାନଙ୍କର ପଥ ଜ୍ଞାତ ହୋଇ ପରୀକ୍ଷା କରି ପାରିବ, ଏଥିପାଇଁ ଆମ୍ଭେ ସେମାନଙ୍କ ମଧ୍ୟରେ ତୁମ୍ଭକୁ ଏକ ଉଚ୍ଚ ଗୃହ ଓ ଦୁର୍ଗ ସ୍ୱରୂପ କରିଅଛୁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଯେପରି ଆମ୍ଭ ଲୋକମାନଙ୍କର ପଥ ଜ୍ଞାତ ହୋଇ ପରୀକ୍ଷା କରି ପାରିବ, ଏଥିପାଇଁ ଆମ୍ଭେ ସେମାନଙ୍କ ମଧ୍ୟରେ ତୁମ୍ଭକୁ ଏକ ଉଚ୍ଚ ଗୃହ ଓ ଦୁର୍ଗସ୍ୱରୂପ କରିଅଛୁ।