Jeremiah 6:28 — Compare Translations
5 translations compared side by side
Odia - 1840
"ସମାନେେ ଅତ୍ଯନ୍ତ ଅବାଧ୍ଯ, ଚାରିଆଡ଼େ ସମାନେେ ନିନ୍ଦାଗାନ କରନ୍ତି। ସମାନେେ ପିତ୍ତଳ ଓ ଲୁହାପରି, ସମାନେେ ସମସ୍ତେ ଦୁର୍ନୀତିଗ୍ରସ୍ତ ଭାବରେ କାମ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମସ୍ତେ ଦାରୁଣ ଅବାଧ୍ୟ, ଚାରିଆଡ଼େ ନିନ୍ଦା ଘେନି ବୁଲନ୍ତି; ସେମାନେ ପିତ୍ତଳ ଓ ଲୁହା ପରି⇧; ସେସମସ୍ତେ ଭ୍ରଷ୍ଟାଚାରୀ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଅତ୍ୟନ୍ତ ଅବାଧ୍ୟ, ଗ୍ଭରିଆଡ଼େ ସେମାନେ ନିନ୍ଦାଗାନ କରନ୍ତି। ସେମାନେ ପିତ୍ତଳ ଓ ଲୁହାପରି, ସେମାନେ ସମସ୍ତେ ଦୁର୍ନୀତିଗ୍ରସ୍ତ ଭାବରେ କାମ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେସମସ୍ତେ ଦାରୁଣ ଅବାଧ୍ୟ, ଚାରିଆଡ଼େ ନିନ୍ଦା ଘେନି ବୁଲନ୍ତି; ସେମାନେ ପିତ୍ତଳ ଓ ଲୁହା ପରି; ସେସମସ୍ତେ ଭ୍ରଷ୍ଟାଚାରୀ।
Odia IRV 2017 (ଓଡିଆ ବାଇବେଲ)
ସେସମସ୍ତେ ଦାରୁଣ ଅବାଧ୍ୟ, ଚାରିଆଡ଼େ ନିନ୍ଦା ଘେନି ବୁଲନ୍ତି; ସେମାନେ ପିତ୍ତଳ ଓ ଲୁହା ପରି; ସେସମସ୍ତେ ଭ୍ରଷ୍ଟାଚାରୀ।