Jeremiah 6:29 — Compare Translations
5 translations compared side by side
Odia - 1840
"ସମାନେେ ଭାଟିକୁ ପ୍ରଚଣ୍ଡରୂପେ ଉତ୍ତପ୍ତ କରି ସେଥିରୁ ସୀସା ଖାଦ ବାହାର କରି ଏହାକୁ ବିଶୁଦ୍ଧ କରିବାକୁ ଚେଷ୍ଟା କରୁଛନ୍ତି। ମାତ୍ର ସମାନେେ ବୃଥା ଚେଷ୍ଟା କରୁଛନ୍ତି କାରଣ ଦୁଷ୍ଟମାନେ ଏଠାରୁ ଉତ୍ପାଟିତ ହେଉ ନାହାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଭାଟି ପ୍ରଚଣ୍ତ ରୂପେ ତାତୁଛି; ସୀସା ଅଗ୍ନିରେ କ୍ଷୟ ପାଇଅଛି; ସେମାନେ ବୃଥାରେ ଖାଦ ବାହାର କରିବା କାର୍ଯ୍ୟରେ ଲାଗିଅଛନ୍ତି; କାରଣ ଦୁଷ୍ଟମାନେ ଉତ୍ପାଟିତ ହେଉ ନାହାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଭାଟିକୁ ପ୍ରଚଣ୍ଡରୂପେ ଉତ୍ତପ୍ତ କରି ସେଥିରୁ ସୀସା ଖାଦ ବାହାର କରି ଏହାକୁ ବିଶୁଦ୍ଧ କରିବାକୁ ଚେଷ୍ଟା କରୁଛନ୍ତି। ମାତ୍ର ସେମାନେ ବୃଥା ଚେଷ୍ଟା କରୁଛନ୍ତି କାରଣ ଦୁଷ୍ଟମାନେ ଏଠାରୁ ଉତ୍ପାଟିତ ହେଉ ନାହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଭାଟି ପ୍ରଚଣ୍ଡ ରୂପେ ତାତୁଛି; ସୀସା ଅଗ୍ନିରେ କ୍ଷୟ ପାଇଅଛି; ସେମାନେ ବୃଥାରେ ଖାଦ ବାହାର କରିବା କାର୍ଯ୍ୟରେ ଲାଗିଅଛନ୍ତି; କାରଣ ଦୁଷ୍ଟମାନେ ଉତ୍ପାଟିତ ହେଉ ନାହାନ୍ତି।
Odia IRV 2017 (ଓଡିଆ ବାଇବେଲ)
ଭାଟି ପ୍ରଚଣ୍ଡ ରୂପେ ତାତୁଛି; ସୀସା ଅଗ୍ନିରେ କ୍ଷୟ ପାଇଅଛି; ସେମାନେ ବୃଥାରେ ଖାଦ ବାହାର କରିବା କାର୍ଯ୍ୟରେ ଲାଗିଅଛନ୍ତି; କାରଣ ଦୁଷ୍ଟମାନେ ଉତ୍ପାଟିତ ହେଉ ନାହାନ୍ତି।