Jeremiah 6:3 — Compare Translations

5 translations compared side by side

Odia - 1840
"ମଷେପାଳକମାନେ ଆପଣା ଆପଣା ପଲ ସଙ୍ଗ ରେ ନଇେ ତାହା ପାଖକୁ ଆସିବେ, ସମାନେେ ତାହା ବିରୁଦ୍ଧ ରେ ଚତୁର୍ଦ୍ଦିଗ ରେ ନିଜ ନିଜ ତମ୍ବୁ ସ୍ଥାପନ କରିବେ। ପ୍ରେତ୍ୟକକ ନିଜ ନିଜ ସ୍ଥାନ ରେ ପଲ ଚରାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମେଷପାଳକମାନେ ଆପଣା ଆପଣା ପଲ ସଙ୍ଗେ ନେଇ ତାହା ନିକଟକୁ ଆସିବେ; ସେମାନେ ତାହା ବିରୁଦ୍ଧରେ ଚତୁର୍ଦ୍ଦିଗରେ ଆପଣା ଆପଣା ତମ୍ଵୁ ସ୍ଥାପନ କରିବେ; ପ୍ରତ୍ୟେକେ ଆପଣା ଆପଣା ସ୍ଥାନରେ ପଲ ଚରାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ମେଷପାଳକମାନେ ଆପଣା ଆପଣା ପଲ ସଙ୍ଗରେ ନେଇ ତାହା ପାଖକୁ ଆସିବେ, ସେମାନେ ତାହା ବିରୁଦ୍ଧରେ ଚତୁର୍ଦ୍ଦିଗରେ ନିଜ ନିଜ ତମ୍ବୁ ସ୍ଥାପନ କରିବେ। ପ୍ରତ୍ୟେକ ନିଜ ନିଜ ସ୍ଥାନରେ ପଲ ଚରାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମେଷପାଳକମାନେ ଆପଣା ଆପଣା ପଲ ସଙ୍ଗେ ନେଇ ତାହା ନିକଟକୁ ଆସିବେ; ସେମାନେ ତାହା ବିରୁଦ୍ଧରେ ଚତୁର୍ଦ୍ଦିଗରେ ଆପଣା ଆପଣା ତମ୍ବୁ ସ୍ଥାପନ କରିବେ; ପ୍ରତ୍ୟେକେ ଆପଣା ଆପଣା ସ୍ଥାନରେ ପଲ ଚରାଇବେ।
Odia IRV 2017 (ଓଡିଆ ବାଇବେଲ)
ମେଷପାଳକମାନେ ଆପଣା ଆପଣା ପଲ ସଙ୍ଗେ ନେଇ ତାହା ନିକଟକୁ ଆସିବେ; ସେମାନେ ତାହା ବିରୁଦ୍ଧରେ ଚତୁର୍ଦ୍ଦିଗରେ ଆପଣା ଆପଣା ତମ୍ବୁ ସ୍ଥାପନ କରିବେ; ପ୍ରତ୍ୟେକେ ଆପଣା ଆପଣା ସ୍ଥାନରେ ପଲ ଚରାଇବେ।