Jeremiah 6:30 — Compare Translations

5 translations compared side by side

Odia - 1840
"ଲୋକେ ସମାନଙ୍କେୁ 'ପରିତ୍ଯକ୍ତା ରୂପା' ବୋଲି କହିବେ କାରଣ ସଦାପ୍ରଭୁ ସମାନଙ୍କେୁ ପରିତ୍ଯାଗ କରିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ସେମାନଙ୍କୁ ଅଗ୍ରାହ୍ୟ କରିଅଛନ୍ତି, ଏଣୁ ଲୋକେ ସେମାନଙ୍କୁ ଅଗ୍ରାହ୍ୟ ରୂପା ବୋଲି କହିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକେ ସେମାନଙ୍କୁ ‘ପରିତ୍ୟକ୍ତା ରୂପା’ ବୋଲି କହିବେ କାରଣ ସଦାପ୍ରଭୁ ସେମାନଙ୍କୁ ପରିତ୍ୟାଗ କରିଅଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ସେମାନଙ୍କୁ ଅଗ୍ରାହ୍ୟ କରିଅଛନ୍ତି, ଏଣୁ ଲୋକେ ସେମାନଙ୍କୁ ଅଗ୍ରାହ୍ୟ ରୂପା ବୋଲି କହିବେ।”
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ସେମାନଙ୍କୁ ଅଗ୍ରାହ୍ୟ କରିଅଛନ୍ତି, ଏଣୁ ଲୋକେ ସେମାନଙ୍କୁ ଅଗ୍ରାହ୍ୟ ରୂପା ବୋଲି କହିବେ।