Jeremiah 6:4 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ୟିରୁଶାଲମ ବିରୁଦ୍ଧ ରେ ୟୁଦ୍ଧ ପାଇଁ ପ୍ରସ୍ତୁତ ହୁଅ। ଉଠ, ଆମ୍ଭମାନେେ ମଧ୍ଯାହ୍ନ ରେ ଆକ୍ରମଣ କରିବା। ହାୟ, କାରଣ ଦିନର ଅବସାନ ହେଉଅଛି। ସନ୍ଧ୍ଯାକାଳର ଛାଯା ଦୀର୍ଘ ହେଉଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ତାହା ବିରୁଦ୍ଧରେ ଯୁଦ୍ଧ ଆୟୋଜନ କର; ଉଠ, ଆମ୍ଭେମାନେ ମଧ୍ୟାହ୍ନ କାଳରେ ଯାତ୍ରା କରୁ, ହାୟ ହାୟ, କାରଣ ଦିନ ଅବସାନ ହେଉଅଛି, ସନ୍ଧ୍ୟାକାଳର ଛାୟା ଦୀର୍ଘ ହେଉଅଛି ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ଯିରୁଶାଲମ ବିରୁଦ୍ଧରେ ଯୁଦ୍ଧ ପାଇଁ ପ୍ରସ୍ତୁତ ହୁଅ। ଉଠ, ଆମ୍ଭେମାନେ ମଧ୍ୟାହ୍ନରେ ଆକ୍ରମଣ କରିବା। ହାୟ, କାରଣ ଦିନର ଅବସାନ ହେଉଅଛି। ସନ୍ଧ୍ୟାକାଳର ଛାୟା ଦୀର୍ଘ ହେଉଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେମାନେ ତାହା ବିରୁଦ୍ଧରେ ଯୁଦ୍ଧ ଆୟୋଜନ କର; ଉଠ, ଆମ୍ଭେମାନେ ମଧ୍ୟାହ୍ନ କାଳରେ ଯାତ୍ରା କରୁ,” “ହାୟ ହାୟ, କାରଣ ଦିନ ଅବସାନ ହେଉଅଛି, ସନ୍ଧ୍ୟାକାଳର ଛାୟା ଦୀର୍ଘ ହେଉଅଛି।”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ତାହା ବିରୁଦ୍ଧରେ ଯୁଦ୍ଧ ଆୟୋଜନ କର; ଉଠ, ଆମ୍ଭେମାନେ ମଧ୍ୟାହ୍ନ କାଳରେ ଯାତ୍ରା କରୁ, ହାୟ ହାୟ, କାରଣ ଦିନ ଅବସାନ ହେଉଅଛି, ସନ୍ଧ୍ୟାକାଳର ଛାୟା ଦୀର୍ଘ ହେଉଅଛି।