Jeremiah 6:5 — Compare Translations

5 translations compared side by side

Odia - 1840
"ତେଣୁ ଉଠ, ଆସ ଆମ୍ଭମାନେେ ରାତ୍ରି ରେ ଆକ୍ରମଣ କରିବା ଓ ରାଜପ୍ରାସାଦଗୁଡ଼ିକୁ ଧ୍ବଂସ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଉଠ, ଆମ୍ଭେମାନେ ରାତ୍ରିରେ ଯାତ୍ରା କରୁ ଓ ତାହାର ଅଟ୍ଟାଳିକାସବୁ ବିନାଶ କରୁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଉଠ, ଆସ ଆମ୍ଭେମାନେ ରାତ୍ରିରେ ଆକ୍ରମଣ କରିବା ଓ ରାଜପ୍ରାସାଦଗୁଡ଼ିକୁ ଧ୍ୱଂସ କରିବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଉଠ, ଆମ୍ଭେମାନେ ରାତ୍ରିରେ ଯାତ୍ରା କରୁ ଓ ତାହାର ଅଟ୍ଟାଳିକାସବୁ ବିନାଶ କରୁ।”
Odia IRV 2017 (ଓଡିଆ ବାଇବେଲ)
ଉଠ, ଆମ୍ଭେମାନେ ରାତ୍ରିରେ ଯାତ୍ରା କରୁ ଓ ତାହାର ଅଟ୍ଟାଳିକାସବୁ ବିନାଶ କରୁ।