Jeremiah 6:7 — Compare Translations
5 translations compared side by side
Odia - 1840
"ଯେପରି କୂପ ତା'ର ଜଳକୁ ସତଜେ ରେଖ, ସହେିପରି ୟିରୁଶାଲମ ତା'ର ଦୁଷ୍ଟତା ସତଜେ ରେଖ। ତାହାରି ମଧିଅରେ ଦୌରାତ୍ମ୍ଯ ଓ ଅପହରଣ ଶୁଣାୟାଏ। ପୁଣି ପୀଡ଼ା ଓ କ୍ଷତ ନିରନ୍ତର ଆମ୍ଭ ସାକ୍ଷାତ ରେ ଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ନିର୍ଝର ଜଳ ନିର୍ଗତ କରେ, ସେପରି ସେ ଆପଣା ଦୁଷ୍ଟତା ନିର୍ଗତ କରେ; ତାହା ମଧ୍ୟରେ ଦୌରାତ୍ମ୍ୟ ଓ ଅପହରଣ ଶୁଣାଯାଏ; ପୁଣି, ପୀଡ଼ା ଓ କ୍ଷତ ନିରନ୍ତର ଆମ୍ଭ ସାକ୍ଷାତରେ ଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ଯେପରି କୂପ ତା’ର ଜଳକୁ ସତେଜ ରଖେ, ସେହିପରି ଯିରୁଶାଲମ ତା’ର ଦୁଷ୍ଟତା ସତେଜ ରଖେ। ତାହାରି ମଧ୍ୟରେ ଦୌରାତ୍ମ୍ୟ ଓ ଅପହରଣ ଶୁଣାଯାଏ। ପୁଣି ପୀଡ଼ା ଓ କ୍ଷତ ନିରନ୍ତର ଆମ୍ଭ ସାକ୍ଷାତରେ ଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ନିର୍ଝର ଜଳ ନିର୍ଗତ କରେ, ସେପରି ସେ ଆପଣା ଦୁଷ୍ଟତା ନିର୍ଗତ କରେ; ତାହା ମଧ୍ୟରେ ଦୌରାତ୍ମ୍ୟ ଓ ଅପହରଣ ଶୁଣାଯାଏ; ପୁଣି, ପୀଡ଼ା ଓ କ୍ଷତ ନିରନ୍ତର ଆମ୍ଭ ସାକ୍ଷାତରେ ଥାଏ।
Odia IRV 2017 (ଓଡିଆ ବାଇବେଲ)
ଯେପରି ନିର୍ଝର ଜଳ ନିର୍ଗତ କରେ, ସେପରି ସେ ଆପଣା ଦୁଷ୍ଟତା ନିର୍ଗତ କରେ; ତାହା ମଧ୍ୟରେ ଦୌରାତ୍ମ୍ୟ ଓ ଅପହରଣ ଶୁଣାଯାଏ; ପୁଣି, ପୀଡ଼ା ଓ କ୍ଷତ ନିରନ୍ତର ଆମ୍ଭ ସାକ୍ଷାତରେ ଥାଏ।