Jeremiah 6:8 — Compare Translations

5 translations compared side by side

Odia - 1840
"ହେ ୟିରୁଶାଲମ, ଆମ୍ଭର ଶିକ୍ଷା ଗ୍ରହଣ କର। ତୁମ୍ଭେ ଯଦି ଆମ୍ଭ କଥା ନ ଶୁଣ, ତବେେ ଆମ୍ଭେ ବିରକ୍ତି ରେ ତୁମ୍ଭ ପାଖରୁ ଦୂ ରଇେ ୟିବା। ଆମ୍ଭେ ତୁମ୍ଭର ଦେଶକୁ ଏକ ମରୁଭୂମି ଓ ଜନଶୂନ୍ଯ ରେ ପରିଣତ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଯିରୂଶାଲମ, ତୁମ୍ଭେ ଶିକ୍ଷା ଗ୍ରହଣ କର, ନୋହିଲେ ଆମ୍ଭର ପ୍ରାଣ ତୁମ୍ଭଠାରୁ ବିଭିନ୍ନ ହେବ ଓ ଆମ୍ଭେ ତୁମ୍ଭକୁ ଉଚ୍ଛିନ୍ନ, ବସତିହୀନ ସ୍ଥାନ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ହେ ଯିରୁଶାଲମ, ଆମ୍ଭର ଶିକ୍ଷା ଗ୍ରହଣ କର। ତୁମ୍ଭେ ଯଦି ଆମ୍ଭ କଥା ନ ଶୁଣ, ତେବେ ଆମ୍ଭେ ବିରକ୍ତିରେ ତୁମ୍ଭ ପାଖରୁ ଦୂରେଇ ଯିବା। ଆମ୍ଭେ ତୁମ୍ଭର ଦେଶକୁ ଏକ ମରୁଭୂମି ଓ ଜନଶୂନ୍ୟରେ ପରିଣତ କରିବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଯିରୂଶାଲମ, ତୁମ୍ଭେ ଶିକ୍ଷା ଗ୍ରହଣ କର, ନୋହିଲେ ଆମ୍ଭର ପ୍ରାଣ ତୁମ୍ଭଠାରୁ ବିଚ୍ଛିନ୍ନ ହେବ ଓ ଆମ୍ଭେ ତୁମ୍ଭକୁ ଉଚ୍ଛିନ୍ନ, ବସତିହୀନ ସ୍ଥାନ କରିବା।”
Odia IRV 2017 (ଓଡିଆ ବାଇବେଲ)
ହେ ଯିରୂଶାଲମ, ତୁମ୍ଭେ ଶିକ୍ଷା ଗ୍ରହଣ କର, ନୋହିଲେ ଆମ୍ଭର ପ୍ରାଣ ତୁମ୍ଭଠାରୁ ବିଛିନ୍ନ ହେବ ଓ ଆମ୍ଭେ ତୁମ୍ଭକୁ ଉଚ୍ଛିନ୍ନ, ବସତିହୀନ ସ୍ଥାନ କରିବା।”