Jeremiah 6:9 — Compare Translations

5 translations compared side by side

Odia - 1840
"ସୈନ୍ଯାଧିପତି ସଦାପ୍ରଭୁ ଏହା କହନ୍ତି, ଦ୍ରାକ୍ଷା ସଂଗ୍ରହ କଲାପରି ଇଶ୍ରାୟେଲର ଅବଶିଷ୍ଟ ଲୋକମାନଙ୍କୁ ସୂର୍ଣ୍ଣ ଭାବରେ ଏକତ୍ରୀତ କର: ଏହାର ଶାଖା ରେ ହାତ ବୁଲାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସେମାନେ ଇସ୍ରାଏଲର ଅବଶିଷ୍ଟ ଲୋକଙ୍କୁ ଦ୍ରାକ୍ଷାଫଳ ପରି ସମ୍ପୂର୍ଣ୍ଣ ରୂପେ ତୋଳି ନେବେ; ତୁମ୍ଭେ ଦ୍ରାକ୍ଷାଫଳ ସଂଗ୍ରହକାରୀର ନ୍ୟାୟ ପୁନଃ ପୁନଃ ଆପଣା ହସ୍ତ ଟୋକାଇରେ ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
ସୈନ୍ୟାଧିପତି ସଦାପ୍ରଭୁ ଏହା କହନ୍ତି, “ଦ୍ରାକ୍ଷା ସଂଗ୍ରହ କଲାପରି ଇସ୍ରାଏଲର ଅବଶିଷ୍ଟ ଲୋକମାନଙ୍କୁ ସମ୍ପୂର୍ଣ୍ଣ ଭାବରେ ଏକତ୍ରିତ କର: ଏହାର ଶାଖାରେ ହାତ ବୁଲାଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ସେମାନେ ଇସ୍ରାଏଲର ଅବଶିଷ୍ଟ ଲୋକଙ୍କୁ ଦ୍ରାକ୍ଷାଫଳ ପରି ସମ୍ପୂର୍ଣ୍ଣ ରୂପେ ତୋଳି ନେବେ; ତୁମ୍ଭେ ଦ୍ରାକ୍ଷାଫଳ ସଂଗ୍ରହକାରୀ ସଦୃଶ୍ୟ ବାରମ୍ବାର ଆପଣା ହସ୍ତ ଟୋକାଇରେ ଦିଅ।”
Odia IRV 2017 (ଓଡିଆ ବାଇବେଲ)
ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ସେମାନେ ଇସ୍ରାଏଲର ଅବଶିଷ୍ଟ ଲୋକଙ୍କୁ ଦ୍ରାକ୍ଷାଫଳ ପରି ସମ୍ପୂର୍ଣ୍ଣ ରୂପେ ତୋଳି ନେବେ; ତୁମ୍ଭେ ଦ୍ରାକ୍ଷାଫଳ ସଂଗ୍ରହକାରୀ ସଦୃଶ୍ୟ ବାରମ୍ବାର ଆପଣା ହସ୍ତ ଟୋକାଇରେ ଦିଅ।”