Jeremiah 7:11 — Compare Translations

5 translations compared side by side

Odia - 1840
"ଆମ୍ଭ ନାମ ରେ ପ୍ରସିଦ୍ଧିଲାଭ କରିଥିବା ଏହି ମନ୍ଦିର ତୁମ୍ଭମାନଙ୍କ ଦୃଷ୍ଟି ରେ କ'ଣ ଚୋରମାନଙ୍କର ଗହ୍ବର ହାଇେଅଛି?' ସଦାପ୍ରଭୁ କହନତି, ତୁମ୍ଭମାନେେ ନିଶ୍ଚଯ ଜାଣିବ ଯେ ଯାହାସବୁ ହେଉଛି ଆମ୍ଭେ ମଧ୍ଯ ଦେଖୁଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭ ନାମରେ ଖ୍ୟାତ ଏହି ଗୃହ ତୁମ୍ଭମାନଙ୍କ ଦୃଷ୍ଟିରେ କି ଚୋରମାନଙ୍କର ଗହ୍ଵର ହୋଇଅଛି? ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ, ଆମ୍ଭେ ହିଁ ତାହା ଦେଖିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭ ନାମରେ ପ୍ରସିଦ୍ଧିଲାଭ କରିଥିବା ଏହି ମନ୍ଦିର ତୁମ୍ଭମାନଙ୍କ ଦୃଷ୍ଟିରେ କ’ଣ ଗ୍ଭେରମାନଙ୍କର ଗହ୍ୱର ହୋଇଅଛି?”’ ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ନିଶ୍ଚୟ ଜାଣିବ ଯେ ଯାହାସବୁ ହେଉଛି ଆମ୍ଭେ ମଧ୍ୟ ଦେଖୁଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭ ନାମରେ ଖ୍ୟାତ ଏହି ଗୃହ ତୁମ୍ଭମାନଙ୍କ ଦୃଷ୍ଟିରେ କି ଚୋରମାନଙ୍କର ଗହ୍ୱର ହୋଇଅଛି? ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ, ଆମ୍ଭେ ହିଁ ତାହା ଦେଖିଅଛୁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭ ନାମରେ ଖ୍ୟାତ ଏହି ଗୃହ ତୁମ୍ଭମାନଙ୍କ ଦୃଷ୍ଟିରେ କି ଚୋରମାନଙ୍କର ଗହ୍ୱର ହୋଇଅଛି? ସଦାପ୍ରଭୁ କହନ୍ତି, ‘ଦେଖ, ଆମ୍ଭେ, ଆମ୍ଭେ ହିଁ ତାହା ଦେଖିଅଛୁ।’