Jeremiah 7:15 — Compare Translations

5 translations compared side by side

Odia - 1840
"ଯେପରି ଇଫ୍ରଯଯିମରୁ ତୁମ୍ଭମାନଙ୍କର ଭାଇମାନଙ୍କୁ ତଡ଼ି ନଇେଥିଲୁ, ସହେିପରି ତୁମ୍ଭମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂ ରଇେ ଦବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଆମ୍ଭେ ତୁମ୍ଭମାନଙ୍କର ଭ୍ରାତୃସମୂହକୁ, ଅର୍ଥାତ୍, ଇଫ୍ରୟିମର ସମୁଦାୟ ବଂଶକୁ ଯେପରି ଦୂର କରିଅଛୁ, ସେପରି ତୁମ୍ଭମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂର କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଯେପରି ଇଫ୍ରୟିମରୁ ତୁମ୍ଭମାନଙ୍କର ଭାଇମାନଙ୍କୁ ତଡ଼ି ନେଇଥିଲୁ, ସେହିପରି ତୁମ୍ଭମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂରେଇ ଦେବା।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଆମ୍ଭେ ତୁମ୍ଭମାନଙ୍କର ଭ୍ରାତୃଗଣକୁ, ଅର୍ଥାତ୍‍, ଇଫ୍ରୟିମର ସମୁଦାୟ ବଂଶକୁ ଯେପରି ଦୂର କରିଅଛୁ, ସେପରି ତୁମ୍ଭମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂର କରିବା।
Odia IRV 2017 (ଓଡିଆ ବାଇବେଲ)
ଆଉ, ଆମ୍ଭେ ତୁମ୍ଭମାନଙ୍କର ଭ୍ରାତୃଗଣକୁ, ଅର୍ଥାତ୍‍, ଇଫ୍ରୟିମର ସମୁଦାୟ ବଂଶକୁ ଯେପରି ଦୂର କରିଅଛୁ, ସେପରି ତୁମ୍ଭମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂର କରିବା।