Jeremiah 7:16 — Compare Translations

5 translations compared side by side

Odia - 1840
" ତେଣୁ ହେ ଯିରିମିୟ, ତୁମ୍ଭେ ଏହି ଲୋକମାନଙ୍କ ପାଇଁ ପ୍ରାର୍ଥନା କର ନାହିଁ। ସମାନଙ୍କେ ପାଇଁ କାତର ପ୍ରାର୍ଥନା ଉତ୍ସର୍ଗ କର ନାହିଁ। ସମାନଙ୍କେ ସାହାୟ୍ଯ ପାଇଁ ଆମ୍ଭକୁ ନିବଦନେ କର ନାହିଁ, କାରଣ ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିବା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁକରି ତୁମ୍ଭେ ଏହି ଲୋକମାନଙ୍କ ପାଇଁ ପ୍ରାର୍ଥନା କର ନାହିଁ, କିଅବା ସେମାନଙ୍କ ନିମନ୍ତେ କାତରୋକ୍ତି ଅବା ପ୍ରାର୍ଥନା ଉତ୍ସର୍ଗ କର ନାହିଁ, ଆମ୍ଭ ନିକଟରେ ନିବେଦନ କର ନାହିଁ; କାରଣ ଆମ୍ଭେ ତୁମ୍ଭ କଥା ଶୁଣିବା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ତେଣୁ ହେ ଯିରିମିୟ, ତୁମ୍ଭେ ଏହି ଲୋକମାନଙ୍କ ପାଇଁ ପ୍ରାର୍ଥନା କର ନାହିଁ। ସେମାନଙ୍କ ପାଇଁ କାତର ପ୍ରାର୍ଥନା ଉତ୍ସର୍ଗ କର ନାହିଁ। ସେମାନଙ୍କ ସାହାଯ୍ୟ ପାଇଁ ଆମ୍ଭକୁ ନିବେଦନ କର ନାହିଁ, କାରଣ ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିବା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁକରି ତୁମ୍ଭେ ଏହି ଲୋକମାନଙ୍କ ପାଇଁ ପ୍ରାର୍ଥନା କର ନାହିଁ, କିଅବା ସେମାନଙ୍କ ନିମନ୍ତେ କାତରୋକ୍ତି ଅବା ପ୍ରାର୍ଥନା ଉତ୍ସର୍ଗ କର ନାହିଁ, ଆମ୍ଭ ନିକଟରେ ନିବେଦନ କର ନାହିଁ; କାରଣ ଆମ୍ଭେ ତୁମ୍ଭ କଥା ଶୁଣିବା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏଣୁକରି ତୁମ୍ଭେ ଏହି ଲୋକମାନଙ୍କ ପାଇଁ ପ୍ରାର୍ଥନା କର ନାହିଁ, କିଅବା ସେମାନଙ୍କ ନିମନ୍ତେ କାତରୋକ୍ତି ଅବା ପ୍ରାର୍ଥନା ଉତ୍ସର୍ଗ କର ନାହିଁ, ଆମ୍ଭ ନିକଟରେ ନିବେଦନ କର ନାହିଁ; କାରଣ ଆମ୍ଭେ ତୁମ୍ଭ କଥା ଶୁଣିବା ନାହିଁ।