Jeremiah 7:17 — Compare Translations

5 translations compared side by side

Odia - 1840
"ସମାନେେ ଯିହୁଦାର ନଗର ଓ ୟିରୁଶାଲମର ସଡ଼କ ସବୁ ରେ ଯାହା କରୁଛନ୍ତି ତାହା କ'ଣ ତୁମ୍ଭେ ଦେଖୁ ନାହଁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଯିହୁଦାର ନଗର ଓ ଯିରୂଶାଲମର ସଡ଼କସବୁରେ ଯାହା କରୁଅଛନ୍ତି, ତାହା କି ତୁମ୍ଭେ ଦେଖୁ ନାହଁ?
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଯିହୁଦାର ନଗର ଓ ଯିରୁଶାଲମର ସଡ଼କ ସବୁରେ ଯାହା କରୁଛନ୍ତି ତାହା କ’ଣ ତୁମ୍ଭେ ଦେଖୁ ନାହଁ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଯିହୁଦାର ନଗର ଓ ଯିରୂଶାଲମର ସଡ଼କସବୁରେ ଯାହା କରୁଅଛନ୍ତି, ତାହା କି ତୁମ୍ଭେ ଦେଖୁ ନାହଁ?
Odia IRV 2017 (ଓଡିଆ ବାଇବେଲ)
ସେମାନେ ଯିହୁଦାର ନଗର ଓ ଯିରୂଶାଲମର ସଡ଼କସବୁରେ ଯାହା କରୁଅଛନ୍ତି, ତାହା କି ତୁମ୍ଭେ ଦେଖୁ ନାହଁ?