Jeremiah 7:18 — Compare Translations

5 translations compared side by side

Odia - 1840
"ଯିହୁଦାର ବାଳକମାନେ କାଠ ସଂଗ୍ରହ କରନ୍ତି, ସମାନଙ୍କେର ପିତାମାନେ ଅଗ୍ନି ସଂୟୋଗ କରନ୍ତି ଓ ମାତାମାନେ ଚନ୍ଦ୍ର ଦବେତା ଉଦ୍ଦେଶ୍ଯ ରେ ପିଷ୍ଟକ ପାକ କରନ୍ତି ଓ ଅନ୍ୟ ଦବଗେଣଙ୍କ ଉଦ୍ଦେଶ୍ଯ ରେ ପଯେ ନବୈେଦ୍ଯ ଉତ୍ସର୍ଗ କରନ୍ତି। ସମାନେେ ଆମ୍ଭର ବିରକ୍ତି ପାଇଁ ଏସବୁ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭକୁ ବିରକ୍ତ କରିବା ପାଇଁ ଚନ୍ଦ୍ରମାର ଉଦ୍ଦେଶ୍ୟରେ ପିଷ୍ଟକ ପାକ ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଉତ୍ସର୍ଗ କରିବା ନିମନ୍ତେ ବାଳକମାନେ କାଠ ସାଉଣ୍ଟନ୍ତି, ପିତୃଗଣ ଅଗ୍ନି ଜ୍ଵଳାନ୍ତି, ସ୍ତ୍ରୀମାନେ ମଇଦା ଚକଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାର ବାଳକମାନେ କାଠ ସଂଗ୍ରହ କରନ୍ତି, ସେମାନଙ୍କର ପିତାମାନେ ଅଗ୍ନି ସଂଯୋଗ କରନ୍ତି ଓ ମାତାମାନେ ଚନ୍ଦ୍ର ଦେବତା ଉଦ୍ଦେଶ୍ୟରେ ପିଷ୍ଟକ ପାକ କରନ୍ତି ଓ ଅନ୍ୟ ଦେବଗଣଙ୍କ ଉଦ୍ଦେଶ୍ୟରେ ପେୟନୈବେଦ୍ୟ ଉତ୍ସର୍ଗ କରନ୍ତି। ସେମାନେ ଆମ୍ଭର ବିରକ୍ତି ପାଇଁ ଏସବୁ କରନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭକୁ ବିରକ୍ତ କରିବା ପାଇଁ ଆକାଶର ରାଣୀ ଉଦ୍ଦେଶ୍ୟରେ ପିଷ୍ଟକ ପାକ ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଉତ୍ସର୍ଗ କରିବା ନିମନ୍ତେ ବାଳକମାନେ କାଠ ସାଉଣ୍ଟନ୍ତି, ପିତୃଗଣ ଅଗ୍ନି ଜ୍ୱଳାନ୍ତି, ସ୍ତ୍ରୀମାନେ ମଇଦା ଚକଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭକୁ ବିରକ୍ତ କରିବା ପାଇଁ ଆକାଶର ରାଣୀ ଉଦ୍ଦେଶ୍ୟରେ ପିଷ୍ଟକ ପାକ ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ପେୟ ନୈବେଦ୍ୟ ଉତ୍ସର୍ଗ କରିବା ନିମନ୍ତେ ବାଳକମାନେ କାଠ ସାଉଣ୍ଟନ୍ତି, ପିତୃଗଣ ଅଗ୍ନି ଜ୍ୱଳାନ୍ତି, ସ୍ତ୍ରୀମାନେ ମଇଦା ଚକଟନ୍ତି।’