Jeremiah 7:19 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ କହନ୍ତି, ଏହିସବୁ କରିବା ଦ୍ବାରା ସମାନେେ କ'ଣ ମାେତେ ବିରକ୍ତ କରନ୍ତି? ସମାନେେ ନିଜେ ଲଜ୍ଜିତ ହାଇେ ନାହାନ୍ତି କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ କହନ୍ତି, ସେମାନେ କʼଣ ଆମ୍ଭକୁ ବିରକ୍ତ କରନ୍ତି? ବରଞ୍ଚ ଆପଣାମାନଙ୍କ ମୁଖର ବିବର୍ଣ୍ଣତା ନିମନ୍ତେ କʼଣ ଆପଣାମାନଙ୍କୁ ବିରକ୍ତ ନ କରନ୍ତି?
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କହନ୍ତି, “ଏହିସବୁ କରିବା ଦ୍ୱାରା ସେମାନେ କ’ଣ ମୋତେ ବିରକ୍ତ କରନ୍ତି? ସେମାନେ ନିଜେ ଲଜ୍ଜିତ ହୋଇ ନାହାନ୍ତି କି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ କହନ୍ତି, ସେମାନେ କʼଣ ଆମ୍ଭକୁ ବିରକ୍ତ କରନ୍ତି? ବରଞ୍ଚ ଆପଣାମାନଙ୍କ ମୁଖର ବିବର୍ଣ୍ଣତା ନିମନ୍ତେ କʼଣ ଆପଣାମାନଙ୍କୁ ବିରକ୍ତ ନ କରନ୍ତି?
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ କହନ୍ତି, ‘ସେମାନେ କ’ଣ ଆମ୍ଭକୁ ବିରକ୍ତ କରନ୍ତି? ବରଞ୍ଚ ଆପଣାମାନଙ୍କ ମୁଖର ବିବର୍ଣ୍ଣତା ନିମନ୍ତେ କ’ଣ ଆପଣାମାନଙ୍କୁ ବିରକ୍ତ ନ କରନ୍ତି?’