Jeremiah 7:20 — Compare Translations

5 translations compared side by side

Odia - 1840
"ତେଣୁ ସଦାପ୍ରଭୁ କହନ୍ତି, ଦେଖ, ଏକ ସ୍ଥାନ ଉପ ରେ, ମନୁଷ୍ଯ, ପଶୁ, କ୍ଷେତ୍ରସ୍ଥିତ ବୃକ୍ଷ ଓ ଭୂମିର ଫଳ ଉପ ରେ ଆମ୍ଭର କୋପ ଓ କୋର୍ଧ ଢ଼ଳାୟିବ। ତାହା ଅଗ୍ନି ସଦୃଶ ସବୁ ଦଗ୍ଧ କରିବ, ତାକୁ କହେି ଲିଭାଇ ପାରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଏହି ସ୍ଥାନ ଉପରେ ମନୁଷ୍ୟ ଓ ପଶୁ ଓ କ୍ଷେତ୍ରସ୍ଥିତ ବୃକ୍ଷ ଓ ଭୂମିର ଫଳ, ଏହିସବୁର ଉପରେ ଆମ୍ଭର କ୍ରୋଧ ଓ କୋପ ଢଳାଯିବ; ତାହା ଦଗ୍ଧ କରିବ ଓ ନିର୍ବାଣ ନୋହିବ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସଦାପ୍ରଭୁ କହନ୍ତି, “ଦେଖ, ଏକ ସ୍ଥାନ ଉପରେ, ମନୁଷ୍ୟ, ପଶୁ, କ୍ଷେତ୍ରସ୍ଥିତ ବୃକ୍ଷ ଓ ଭୂମିର ଫଳ ଉପରେ ଆମ୍ଭର କୋପ ଓ କ୍ରୋଧ ଢଳାଯିବ। ତାହା ଅଗ୍ନି ସଦୃଶ ସବୁ ଦ‌ଗ୍‌ଧ କରିବ, ତାକୁ କେହି ଲିଭାଇ ପାରିବେ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଏହି ସ୍ଥାନ ଉପରେ ମନୁଷ୍ୟ ଓ ପଶୁ, କ୍ଷେତ୍ରସ୍ଥିତ ବୃକ୍ଷ ଓ ଭୂମିର ଫଳ, ଏହିସବୁର ଉପରେ ଆମ୍ଭର କ୍ରୋଧ ଓ କୋପ ଢଳାଯିବ; ତାହା ଦଗ୍ଧ କରିବ ଓ ନିର୍ବାଣ ହେବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ‘ଦେଖ, ଏହି ସ୍ଥାନ ଉପରେ ମନୁଷ୍ୟ ଓ ପଶୁ, କ୍ଷେତ୍ରସ୍ଥିତ ବୃକ୍ଷ ଓ ଭୂମିର ଫଳ, ଏହିସବୁର ଉପରେ ଆମ୍ଭର କ୍ରୋଧ ଓ କୋପ ଢଳାଯିବ; ତାହା ଦଗ୍ଧ କରିବ ଓ ନିର୍ବାଣ ହେବ ନାହିଁ।’