Jeremiah 7:21 — Compare Translations
5 translations compared side by side
Odia - 1840
"ସୈନ୍ଯାଧିପତି ସଦାପ୍ରଭୁ, ଇଶ୍ରାୟେଲର ପରମେଶ୍ବର ଏହିକଥା କହନ୍ତି, ତୁମ୍ଭମାନେେ ୟାଅ, ତୁମ୍ଭ ଉତ୍ସର୍ଗୀକୃତ ନବୈେଦ୍ଯ ରେ ହାମବେଳି ଯୋଗ କର ଏବଂ ମାଂସ ଭକ୍ଷଣ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ତୁମ୍ଭେମାନେ ଆପଣାମାନଙ୍କର ଅନ୍ୟାନ୍ୟ ବଳି ସହିତ ତୁମ୍ଭମାନଙ୍କର ହୋମବଳି ଯୋଗ କରି ମାଂସ ଭୋଜନ କର ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଉତ୍ସର୍ଗ ଅପେକ୍ଷା ମାନ୍ୟତାକୁ ଅଧିକ ଇଚ୍ଛା କରନ୍ତି ସୈନ୍ୟାଧିପତି ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର ଏହିକଥା କହନ୍ତି, “ତୁମ୍ଭେମାନେ ଯାଅ, ତୁମ୍ଭ ଉତ୍ସର୍ଗୀକୃତ ନୈବେଦ୍ୟରେ ହୋମବଳି ଯୋଗ କର ଏବଂ ମାଂସ ଭକ୍ଷ୍ୟଣ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ତୁମ୍ଭେମାନେ ଆପଣାମାନଙ୍କର ଅନ୍ୟାନ୍ୟ ବଳି ସହିତ ତୁମ୍ଭମାନଙ୍କର ହୋମବଳି ଯୋଗ କରି ମାଂସ ଭୋଜନ କର।
Odia IRV 2017 (ଓଡିଆ ବାଇବେଲ)
ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ତୁମ୍ଭେମାନେ ଆପଣାମାନଙ୍କର ଅନ୍ୟାନ୍ୟ ବଳି ସହିତ ତୁମ୍ଭମାନଙ୍କର ହୋମବଳି ଯୋଗ କରି ମାଂସ ଭୋଜନ କର।