Jeremiah 7:22 — Compare Translations
5 translations compared side by side
Odia - 1840
"ଯେଉଁଦିନ ତୁମ୍ଭ ପୂର୍ବପୁରୁଷମାନଙ୍କୁ ଆମ୍ଭେ ମିଶରରୁ ବାହାର କରି ଆଣିଲୁ, ସଦେିନ ଆମ୍ଭେ ହାମେ କିଅବା ବଳିଦାନ ବିଷଯ ରେ ସମାନଙ୍କେୁ କିଛି କହି ନ ଥିଲୁ କିଅବା ଆଜ୍ଞା ଦଇେ ନ ଥିଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେଉଁ ଦିନ ଆମ୍ଭେ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲୁ, ସେହି ଦିନ ଆମ୍ଭେ ହୋମ କିଅବା ବଳିଦାନ ବିଷୟରେ କହିଲୁ ନାହିଁ କି ଆଜ୍ଞା ଦେଲୁ ନାହିଁ
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଦିନ ତୁମ୍ଭ ପୂର୍ବପୁରୁଷମାନଙ୍କୁ ଆମ୍ଭେ ମିଶରରୁ ବାହାର କରି ଆଣିଲୁ, ସେଦିନ ଆମ୍ଭେ ହୋମ କିଅବା ବଳିଦାନ ବିଷୟରେ ସେମାନଙ୍କୁ କିଛି କହି ନ ଥିଲୁ କିଅବା ଆଜ୍ଞା ଦେଇ ନ ଥିଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯେଉଁ ଦିନ ଆମ୍ଭେ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲୁ, ସେହି ଦିନ ଆମ୍ଭେ ହୋମ କିଅବା ବଳିଦାନ ବିଷୟରେ କହିଲୁ ନାହିଁ କି ଆଜ୍ଞା ଦେଲୁ ନାହିଁ;
Odia IRV 2017 (ଓଡିଆ ବାଇବେଲ)
କାରଣ ଯେଉଁ ଦିନ ଆମ୍ଭେ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲୁ, ସେହି ଦିନ ଆମ୍ଭେ ହୋମ କିଅବା ବଳିଦାନ ବିଷୟରେ କହିଲୁ ନାହିଁ କି ଆଜ୍ଞା ଦେଲୁ ନାହିଁ;’