Jeremiah 7:23 — Compare Translations
5 translations compared side by side
Odia - 1840
"କବଳେ ଆମ୍ଭେ ଏତିକି ଆଜ୍ଞା କରିଥିଲୁ, 'ତୁମ୍ଭମାନେେ ଆମ୍ଭ ଆଜ୍ଞା ପାଳନ କରିବ, ଆମ୍ଭେ ତୁମ୍ଭର ପରମେଶ୍ବର ହବୋ ଓ ତୁମ୍ଭମାନେେ ଆମ୍ଭର ଲୋକ ହବେ। ଆମ୍ଭେ ଯେଉଁ ଆଜ୍ଞା କରିବୁ, ତୁମ୍ଭମାନେେ ସହେି ପଥରେ ଚାଲିଲେ ତୁମ୍ଭମାନଙ୍କର ମଙ୍ଗଳ ହବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଆମ୍ଭେ ଆଜ୍ଞା ଦେଇ ସେମାନଙ୍କୁ ଏହି କଥା କହିଲୁ, ତୁମ୍ଭେମାନେ ଆମ୍ଭ ରବରେ ଅବଧାନ କର, ତହିଁରେ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ଵର ହେବା ଓ ତୁମ୍ଭେମାନେ ଆମ୍ଭର ଲୋକ ହେବ; ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଯେ ଯେ ପଥରେ ଚାଲିବାକୁ ଆଜ୍ଞା କରୁ, ସେସବୁ ପଥରେ ତୁମ୍ଭେମାନେ ଚାଲ, ତହିଁରେ ତୁମ୍ଭମାନଙ୍କର ମଙ୍ଗଳ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
କେବଳ ଆମ୍ଭେ ଏତିକି ଆଜ୍ଞା କରିଥିଲୁ, ‘ତୁମ୍ଭେମାନେ ଆମ୍ଭ ଆଜ୍ଞା ପାଳନ କରିବ, ଆମ୍ଭେ ତୁମ୍ଭର ପରମେଶ୍ୱର ହେବା ଓ ତୁମ୍ଭେମାନେ ଆମ୍ଭର ଲୋକ ହେବ। ଆମ୍ଭେ ଯେଉଁ ଆଜ୍ଞା କରିବୁ, ତୁମ୍ଭେମାନେ ସେହି ପଥରେ ଗ୍ଭଲିଲେ ତୁମ୍ଭମାନଙ୍କର ମଙ୍ଗଳ ହେବ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଆମ୍ଭେ ଆଜ୍ଞା ଦେଇ ସେମାନଙ୍କୁ ଏହି କଥା କହିଲୁ, ତୁମ୍ଭେମାନେ ଆମ୍ଭ ରବରେ ଅବଧାନ କର, ତହିଁରେ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା ଓ ତୁମ୍ଭେମାନେ ଆମ୍ଭର ଲୋକ ହେବ; ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଯେ ଯେ ପଥରେ ଚାଲିବାକୁ ଆଜ୍ଞା କରୁ, ସେସବୁ ପଥରେ ତୁମ୍ଭେମାନେ ଚାଲ, ତହିଁରେ ତୁମ୍ଭମାନଙ୍କର ମଙ୍ଗଳ ହେବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଆମ୍ଭେ ଆଜ୍ଞା ଦେଇ ସେମାନଙ୍କୁ ଏହି କଥା କହିଲୁ, ‘ତୁମ୍ଭେମାନେ ଆମ୍ଭ ରବରେ ଅବଧାନ କର, ତହିଁରେ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା ଓ ତୁମ୍ଭେମାନେ ଆମ୍ଭର ଲୋକ ହେବ; ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଯେ ଯେ ପଥରେ ଚାଲିବାକୁ ଆଜ୍ଞା କରୁ, ସେସବୁ ପଥରେ ତୁମ୍ଭେମାନେ ଚାଲ, ତହିଁରେ ତୁମ୍ଭମାନଙ୍କର ମଙ୍ଗଳ ହେବ।’