Jeremiah 7:26 — Compare Translations
5 translations compared side by side
Odia - 1840
"ମାତ୍ର ସମାନେେ ଆମ୍ଭ କଥା ଶୁଣିଲେ ନାହିଁ କିଅବା ତହିଁରେ କର୍ଣ୍ଣପାତ କଲେ ନାହିଁ। ସମାନେେ ଅବାଧ୍ଯ ହାଇେ ତାଙ୍କର ପୂର୍ବପୁରୁଷଗଣଙ୍କ ଅପେକ୍ଷା ଅଧିକ ଦୁରାଚାରୀ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ସେମାନେ ଆମ୍ଭ କଥା ଶୁଣିଲେ ନାହିଁ, କିଅବା ତହିଁରେ କର୍ଣ୍ଣପାତ କଲେ ନାହିଁ, ମାତ୍ର ଆପଣା ଆପଣା ଗ୍ରୀବା ଶକ୍ତ କଲେ; ସେମାନେ ଆପଣା-ମାନଙ୍କର ପୂର୍ବପୁରୁଷଗଣ ଅପେକ୍ଷା ଅଧିକ ଦୁରାଚାର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସେମାନେ ଆମ୍ଭ କଥା ଶୁଣିଲେ ନାହିଁ କିଅବା ତହିଁରେ କର୍ଣ୍ଣପାତ କଲେ ନାହିଁ। ସେମାନେ ଅବାଧ୍ୟ ହୋଇ ତାଙ୍କର ପୂର୍ବପୁରୁଷଗଣଙ୍କ ଅପେକ୍ଷା ଅଧିକ ଦୁରାଗ୍ଭରୀ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ସେମାନେ ଆମ୍ଭ କଥା ଶୁଣିଲେ ନାହିଁ, କିଅବା ତହିଁରେ କର୍ଣ୍ଣପାତ କଲେ ନାହିଁ, ମାତ୍ର ଆପଣା ଆପଣା ଗ୍ରୀବା ଶକ୍ତ କଲେ; ସେମାନେ ଆପଣାମାନଙ୍କର ପୂର୍ବପୁରୁଷଗଣ ଅପେକ୍ଷା ଅଧିକ ଦୁରାଚାର କଲେ।
Odia IRV 2017 (ଓଡିଆ ବାଇବେଲ)
ତଥାପି ସେମାନେ ଆମ୍ଭ କଥା ଶୁଣିଲେ ନାହିଁ, କିଅବା ତହିଁରେ କର୍ଣ୍ଣପାତ କଲେ ନାହିଁ,ମାତ୍ର ଆପଣା ଆପଣା ଗ୍ରୀବା ଶକ୍ତ କଲେ; ସେମାନେ ଆପଣାମାନଙ୍କର ପୂର୍ବପୁରୁଷଗଣ ଅପେକ୍ଷା ଅଧିକ ଦୁରାଚାର କଲେ।