Jeremiah 7:28 — Compare Translations

5 translations compared side by side

Odia - 1840
"ତେଣୁ ତୁମ୍ଭେ ସମାନଙ୍କେୁ କହିବ, ସମାନେେ ହେଉଛନ୍ତି ଏକ ଗୋଷ୍ଠୀ ଯେଉଁମାନେ କି ସଦାପ୍ରଭୁ, ଆପଣା ପରମେଶ୍ବରଙ୍କ କଥାପ୍ରତି ଅବଧାନ କରନ୍ତି ନାହିଁ। ସମାନେେ ପରମେଶ୍ବରଙ୍କ ଶିକ୍ଷା ଗ୍ରହଣ କରନ୍ତି ନାହିଁ। ବିଶ୍ବସନୀଯତା ଉଭଇେ ୟାଇଛି। ଏହା ସମାନଙ୍କେ ମୁଖରୁ ଅଦୃଶ୍ଯ ହାଇେ ୟାଇଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ଯେଉଁମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ରବରେ ଅବଧାନ ଓ ଶିକ୍ଷା ଗ୍ରହଣ କରି ନାହାନ୍ତି, ସେମାନେ ଏହି ଗୋଷ୍ଠୀ; ସତ୍ୟତା ଲୁପ୍ତ ଓ ତାହା ସେମାନଙ୍କ ମୁଖରୁ ଉଚ୍ଛିନ୍ନ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ତୁମ୍ଭେ ସେମାନଙ୍କୁ କହିବ, ‘ସେମାନେ ହେଉଛନ୍ତି ଏକ ଗୋଷ୍ଠୀ ଯେଉଁମାନେ କି ସଦାପ୍ରଭୁ, ଆପଣା ପରମେଶ୍ୱରଙ୍କ କଥାପ୍ରତି ଅବଧାନ କରନ୍ତି ନାହିଁ। ସେମାନେ ପରମେଶ୍ୱରଙ୍କ ଶିକ୍ଷା ଗ୍ରହଣ କରନ୍ତି ନାହିଁ। ବିଶ୍ୱସନୀୟତା ଉଭେଇ ଯାଇଛି। ଏହା ସେମାନଙ୍କ ମୁଖରୁ ଅଦୃଶ୍ୟ ହୋଇ ଯାଇଛି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ‘ଯେଉଁମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ରବରେ ଅବଧାନ ଓ ଶିକ୍ଷା ଗ୍ରହଣ କରି ନାହାନ୍ତି, ସେମାନେ ଏହି ଗୋଷ୍ଠୀ; ସତ୍ୟତା ଲୁପ୍ତ ଓ ତାହା ସେମାନଙ୍କ ମୁଖରୁ ଉଚ୍ଛିନ୍ନ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ଯେଉଁମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ରବରେ ଅବଧାନ ଓ ଶିକ୍ଷା ଗ୍ରହଣ କରି ନାହାନ୍ତି, ସେମାନେ ଏହି ଗୋଷ୍ଠୀ; ସତ୍ୟତା ଲୁପ୍ତ ଓ ତାହା ସେମାନଙ୍କ ମୁଖରୁ ଉଚ୍ଛିନ୍ନ ହୋଇଅଛି।