Jeremiah 7:29 — Compare Translations

5 translations compared side by side

Odia - 1840
" ହେ ଯିରିମିୟ, ଆପଣା ମସ୍ତକର କେଶ କାଟି ପକାଇ ଦିଅ ଓ ବୃକ୍ଷଶୂନ୍ଯ ଉଚ୍ଚସ୍ଥଳୀ ରେ ବିଳାପ କର। କାରଣ ସଦାପ୍ରଭୁ ଏହି ବଂଶପ୍ରତି କୋରଧଭାବ ଓ ବିମୁଖତା ପ୍ରକାଶ କରି ଏହି ବଂଶକୁ ଅଗ୍ରାହ୍ଯ ଓ ପରିତ୍ଯାଗ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଯିରୂଶାଲମ, ଆପଣା ମସ୍ତକର କେଶ କାଟି ପକାଇଦିଅ ଓ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରେ ବିଳାପ କର; କାରଣ ସଦାପ୍ରଭୁ ଆପଣାର କ୍ରୋଧପାତ୍ର ଏହି ବଂଶକୁ ଅଗ୍ରାହ୍ୟ ଓ ପରିତ୍ୟାଗ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ହତ୍ୟା ଉପତ୍ୟକା “ହେ ଯିରିମିୟ, ଆପଣା ମସ୍ତକର କେଶ କାଟି ପକାଇ ଦିଅ ଓ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରେ ବିଳାପ କର। କାରଣ ସଦାପ୍ରଭୁ ଏହି ବଂଶପ୍ରତି କ୍ରୋଧଭାବ ଓ ବିମୁଖତା ପ୍ରକାଶ କରି ଏହି ବଂଶକୁ ଅଗ୍ରାହ୍ୟ ଓ ପରିତ୍ୟାଗ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଯିରୂଶାଲମ, ଆପଣା ମସ୍ତକର କେଶ କାଟି ପକାଇଦିଅ ଓ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରେ ବିଳାପ କର; କାରଣ ସଦାପ୍ରଭୁ ଆପଣାର କ୍ରୋଧପାତ୍ର ଏହି ବଂଶକୁ ଅଗ୍ରାହ୍ୟ ଓ ପରିତ୍ୟାଗ କରିଅଛନ୍ତି।’
Odia IRV 2017 (ଓଡିଆ ବାଇବେଲ)
ହେ ଯିରୂଶାଲମ, ଆପଣା ମସ୍ତକର କେଶ କାଟି ପକାଇଦିଅ ଓ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରେ ବିଳାପ କର; କାରଣ ସଦାପ୍ରଭୁ ଆପଣାର କ୍ରୋଧପାତ୍ର ଏହି ବଂଶକୁ ଅଗ୍ରାହ୍ୟ ଓ ପରିତ୍ୟାଗ କରିଅଛନ୍ତି।