Jeremiah 7:3 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲର ପରମେଶ୍ବର ସୈନ୍ଯାଧିପତି ସଦାପ୍ରଭୁ ଏହିକଥା କହନ୍ତି, 'ତୁମ୍ଭମାନେେ ନିଜ ନିଜ ଆଚରଣ ବଦଳାଇ ଉତ୍ତମ କାର୍ୟ୍ଯ କର। ତାହା ହେଲେ ଆମ୍ଭେ ତୁମ୍ଭମାନଙ୍କୁ ଏହି ସ୍ଥାନ ରେ ବାସ କରାଇବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲର ପରମେଶ୍ଵର ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆପଣା ଆପଣା ଆଚାର ବ୍ୟବହାର ଶୁଧୁରାଅ, ତହିଁରେ ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ବାସ କରାଇବା ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁ ଏହିକଥା କହନ୍ତି, ‘ତୁମ୍ଭେମାନେ ନିଜ ନିଜ ଆଚରଣ ବଦଳାଇ ଉତ୍ତମ କାର୍ଯ୍ୟ କର। ତାହାହେଲେ ଆମ୍ଭେ ତୁମ୍ଭମାନଙ୍କୁ ଏହି ସ୍ଥାନରେ ବାସ କରାଇବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆପଣା ଆପଣା ଆଚାର ବ୍ୟବହାର ଶୁଧୁରାଅ, ତହିଁରେ ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ବାସ କରାଇବା।
Odia IRV 2017 (ଓଡିଆ ବାଇବେଲ)
ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେମାନେ ଆପଣା ଆପଣା ଆଚାର ବ୍ୟବହାର ଶୁଧୁରାଅ, ତହିଁରେ ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ବାସ କରାଇବା।’